Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ସହରରୁ ଆଜି 7 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କଟକ ସହରରୁ ଆଜି 7 କରୋନା ଆକ୍ରାନ୍ତ ଚିହ୍ନଟ

July 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ : ଆଜି କଟକ ସହରରେ  ସାତ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତ ପଜିଟଇଭ୍‌ ଲୋକାଲ କଣ୍ଟାକ୍ଟ କେସ ବୋଲି ଜଣାଯାଇଛି । 7 ଜଣଙ୍କ ମଧ୍ୟରୁ 6 ଜଣ କ୍ୟାନସର ହସ୍ପିଟାଲ ଲିଙ୍କରେ ସଂକ୍ରମିତ ହୋଇଥିବାର ସିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ।
ଆକ୍ରାନ୍ତଙ୍କ ମଧ୍ୟରେ କାଠଗଡ଼ା ସାହିରୁ ଜଣେ ମହିଳା, ଥୋରିଆ ସାହିରୁ ଜଣେ ପୁରୁଷ, ନୂଆପାଟଣାରୁ ଦୁଇ ଜଣ ମହିଳା, ମଙ୍ଗଳାବାଗରୁ ଜଣେ ଯୁବକ ଓ ଜଗତପୁରରୁ ଜଣେ ବ୍ୟକ୍ତି କ୍ୟାନସର ହସ୍ପିଟାଲ ଲିଙ୍କରେ ସଂକ୍ରମିତ ହୋଇଥିବା ଜଣାଯାଇଛି ।
ଅନ୍ୟପକ୍ଷରେ ମହାନଦୀବିହାରରୁ ଜଣେ ମହିଳା କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।
ଆଜିର ନୂତନ 7ଟି ପଜିଟିଭ୍‌ ଚିହ୍ନଟ ପରେ କଟକ ସହରରେ ମୋଟ୍‌ ସଂକ୍ରମିତଙ୍କସଂଖ୍ୟା 46କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 22 । ସେହିପରି ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 22 ଟି ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
Image
ଆକ୍ରାନ୍ତ କଟକ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.