Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିବରାଜଙ୍କ କ୍ୟାବିନେଟ ସଂପ୍ରସାରଣ: ମନ୍ତ୍ରୀଭାବେ 28 ଜଣ ବିଧାୟକ ନେଲେ ଶପଥପାଠ
ଆଜିର ଖବର

ଶିବରାଜଙ୍କ କ୍ୟାବିନେଟ ସଂପ୍ରସାରଣ: ମନ୍ତ୍ରୀଭାବେ 28 ଜଣ ବିଧାୟକ ନେଲେ ଶପଥପାଠ

July 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୋପାଳ: ଆଜି ମଧ୍ୟପ୍ରଦେଶ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି । ଏହି ଅବସରରେ 28 ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏହି 28 ଜଣଙ୍କ ମନ୍ତ୍ରୀରେ 20ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଥିବାବେଳେ 8 ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି । 
ତେବେ ଆଜି ଶିବରାଜଙ୍କ କ୍ୟାବିନେଟ୍‌ରେ ଶପଥ ଗ୍ରହଣ କରିଥିବା 28 ଜଣ ମନ୍ତ୍ରୀଙ୍କ ମଧ୍ୟରେ 9 ଜଣ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ରହିଛନ୍ତି । ସିନ୍ଧିଆଙ୍କ ମୋଟ୍‌ 11 ଜଣ ସମର୍ଥକ ଏବେ ଶିବରାଜଙ୍କ କ୍ୟାବିନେଟରେ ମନ୍ତ୍ରୀ ହୋଇଛନ୍ତି ।ଆଜି ଶପଥ ନେଇଥିବା ସିନ୍ଧିଆଙ୍କ ସମର୍ଥକଙ୍କ ମଧ୍ୟରେ ରହିଛନ୍ତି ଗୋପାଳ ଭାର୍ଗବ, ବିଜୟ ଶାହା, ଯଶୋଧାରା ରାଜେ ସିନ୍ଧିଆ ସମେତ ଅନେକ ବଡ ବଡ ନେତା ସାମିଲ୍‌ ରହିଛନ୍ତି । ତେବେ ଏହି ଶପଥ ଗ୍ରହଣ ସମାରୋହରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଉପସ୍ଥିତ ରହିଥିଲେ । କ୍ୟାବିନେଟ୍‌ ସମ୍ପ୍ରସାରଣ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶିବରାଜ ଦିଲ୍ଲୀ ଆସି ଶୀର୍ଷ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ ।

cabinet shivrajsingh
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ

September 10, 2025

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୁରକ୍ଷା କ୍ୟାବିନେଟ ବୈଠକ, ନେପାଳ ସମ୍ପର୍କ ଚର୍ଚ୍ଚାରେ

September 10, 2025

ଭାଗଲପୁର-ଡୁମକା-ରାମପୁରହାଟ ଏକକ ରେଳ ଲାଇନ ସେକ୍ସନର ଦୋହରୀକରଣକୁ କ୍ୟାବିନେଟ ମଞ୍ଜୁରୀ

September 10, 2025

ସର୍ବୋଚ୍ଚ ନ୍ୟାୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଆସନ୍ତା ୧୬କୁ ଶୁଣାଣି ସ୍ଥଗିତ

September 10, 2025
Latest News

ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ

September 10, 2025

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୁରକ୍ଷା କ୍ୟାବିନେଟ ବୈଠକ, ନେପାଳ ସମ୍ପର୍କ ଚର୍ଚ୍ଚାରେ

September 10, 2025

ଭାଗଲପୁର-ଡୁମକା-ରାମପୁରହାଟ ଏକକ ରେଳ ଲାଇନ ସେକ୍ସନର ଦୋହରୀକରଣକୁ କ୍ୟାବିନେଟ ମଞ୍ଜୁରୀ

September 10, 2025

ସର୍ବୋଚ୍ଚ ନ୍ୟାୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଆସନ୍ତା ୧୬କୁ ଶୁଣାଣି ସ୍ଥଗିତ

September 10, 2025

ଏସିଆ କପରେ ଭାରତର ଚମତ୍କାର ବିଜୟ, ସହଜରେ ଜିତିଲା ସୁପର-୪ର ପ୍ରଥମ ମ୍ୟାଚ୍

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.