Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଜୀଉଙ୍କ ସୁନାବେଶ :  ମହଣ ମହଣ ସୁନାରେ ବିଭୂଷିତ ହେଲେ ଚତୁର୍ଦ୍ଧାମୂର୍ତ୍ତି
ଆଜିର ଖବର

ଶ୍ରୀଜୀଉଙ୍କ ସୁନାବେଶ :  ମହଣ ମହଣ ସୁନାରେ ବିଭୂଷିତ ହେଲେ ଚତୁର୍ଦ୍ଧାମୂର୍ତ୍ତି

July 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଆଜି ପବିତ୍ର ଆଷାଢ ମାସ ଶୁକ୍କ ପକ୍ଷ ଏକାଦଶୀ ତିଥି । ବଡଦାଣ୍ଡରେ ତିନି ରଥ ଉପର ଶ୍ରୀଜୀଉଙ୍କ ଆକର୍ଷୀଣୀୟ ସୁନାବେଶ ଅନୁଷ୍ଠିତ ହୋଇଛି । ଆଜି ହେଉଛି ମହାପ୍ରଭୁଙ୍କ ସୁନାବେଶ । ଆଜି ମଧ୍ୟାହ୍ନ ଧୂପ­ ପରେ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କର ସୁନାବେଶ । ଭଣ୍ଡାର ଘରୁ ପୋଲିସ ପ୍ରଶାସନ ଏବଂ ଭଣ୍ଡାର ସେବକଙ୍କ ଦ୍ୱାରା ରଥକୁ ଆସିଥିଲା ମହାପ୍ରଭୁକଙ୍କର ମହଣ ମହଣ ସୁନା । ରଥ ଉପରେ ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାରରେ ଚତୁର୍ଦ୍ଧାମୂରତୀ। ମହଣ ମହଣ ସୁବର୍ଣ୍ଣରେ ନିର୍ମିତ ଶ୍ରୀପୟର ,ଶ୍ରୀଭୁଜ,କିରଟ,ଓଡ଼ିଆଣୀ ପ୍ରଭୃତି ଭିନ୍ନ ଭିନ୍ନ ସ୍ଵର୍ଣ ଅଳଙ୍କାରରେ ଅଳଙ୍କୃତ ହୋଇଛନ୍ତି ଶ୍ରୀଜିଉ।

ବର୍ଷକୁ ପାଞ୍ଚଥର ଶ୍ରୀଜୀଉଙ୍କ ଏହି ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଥାଏ । ହେଲେ ରଥ ଉପରେ ଥରଟିଏ ଏହି ସୁନା ବେଶ ଅନୁଷ୍ଠିତ ହେଉଥିବାରୁ ଏହାର ମହତ୍ୱ ବେଶ୍‌ ଅଧିକ ରହିଛି | କିନ୍ତୁ ଚଳିତ ଥର କରୋନା ମହାମାରୀକୁ ଦୃଷ୍ଟିରେ ରଖି ଶ୍ରୀଜୀଉଙ୍କ ଯାତ୍ରାକୁ ବିନା ଭକ୍ତରେ ଆୟୋଜିତ କରାଯାଉଛି । ଟେଲିଭିଜନ ପରଦାରେ ଭକ୍ତମାନେ ତାଙ୍କ ପ୍ରଭୁଙ୍କ ସୁନାବେଶକୁ ଦେଖୁଛନ୍ତି ।

ଜଗନ୍ନାଥ ଶ୍ରୀଜୀଉ ସୁନାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟାଇମ୍ସ ଫ୍ୟାଶନ୍ ୱିକ୍ ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍

October 12, 2026
Latest News

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.