Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦ ବିକ୍ରିକୁ ନେଇ ଗଞ୍ଜାମରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, 6 ଗୁରୁତର
ଆଜିର ଖବର

ମଦ ବିକ୍ରିକୁ ନେଇ ଗଞ୍ଜାମରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, 6 ଗୁରୁତର

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ :  ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଅଂଚଳରେ ମଦକୁ ନେଇ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଶୁକ୍ରବାର ବିଳମ୍ବିତ ରାତି ମଦ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ 6 ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମଦ ବିକ୍ରିକୁ ବିରୋଧ କରିଥିବାରୁ ମଦ ମାଫିଆର 8 ଜଣ ସହଯୋଗୀ ଉନ୍ମତ୍ତ କାଣ୍ଡ କରିଛନ୍ତି । ଗୁରୁତର ଆହତମାନଙ୍କ ମଧ୍ୟରୁ 3 ଜଣଙ୍କୁ ଖଲ୍ଲିକୋଟ ଦୁଇ ଜଣଙ୍କୁ ବ୍ରହ୍ମପୁର ଓ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ପୁଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଏହି ଘଟଣାରେ ଏପର୍ଯ୍ୟନ୍ତ କେହି ଗିରଫ ହୋଇନଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026
Latest News

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.