Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହଙ୍ଗା ପଡିଲା ଖଟି : 5 ହଜାର ଜରିମାନା
ଆଜିର ଖବର

ମହଙ୍ଗା ପଡିଲା ଖଟି : 5 ହଜାର ଜରିମାନା

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍‌ବର : ଜୟଦେବ ଭବନରେ କମିଶନରେଟ୍‌ ପୋଲିସ୍‌ର ଚଢାଉ । ଜୟଦେବ ଭବନ ଓମ୍‌ଫେଡ୍‌ ବୁଥ୍‌ ନିକଟରେ ଖଟି କରୁଥିବାରୁ ଚଢାଉ।  କରୋନା ଗାଇଡଲାଇନ୍‌ ନ ମାନି ଖଟି କରୁଥିବାରୁ ଚଢାଉ । 12 ଜଣଙ୍କଠାରୁ 5 ହଜାର ଟଙ୍କା ଜରିମାନା ଆଦାୟ କରିଛି ପୋଲିସ୍‌ ।

ସୂଚନାଯୋଗ୍ୟ, ଦେଶରେ ଅନ୍‌ଲକ୍‌ 2.0 ଜାରି ହେବା ପରେ ରାଜ୍ୟସରକାର ମଧ୍ୟ ଅନଲକ2.0କୁ ନେଇ ଦିଶା ନିର୍ଦ୍ଦେଶ ଜାରି କରିଛନ୍ତି ।  ଏହି କ୍ରମରେ କରୋନା ସ୍ଥିତିକୁ ଦେଖି ଜିଲ୍ଲାଗୁଡିକୁ ଜୋନ୍‌1 ଓ ଜୋନ୍‌ 2ରେ ବିଭକ୍ତ କରିବା ସହ ସାମାଜିକ ଦୂରତ୍ବ ଓ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି । ନିୟମ ଉଲ୍ଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ କରାଯାଉଛି । ସେହିପରି ସର୍ବସାଧାରଣ ସ୍ଥାନରେ 7ରୁ ଏକାଠି ହେବାକୁ ମଧ୍ୟ ବାରଣ କରାଯାଇଛି ।

ବିଏମ୍‌ସି ଓ ବିଡିଏ ପକ୍ଷରୁ ଗତ ତିନିଦିନ ମଧ୍ୟରେ ସାମାଜିକ ଉଲ୍ଲଂଘନ ନେଇ କିଛି ବଡ ବଡ ଦୋକାନ, ଜିମ୍‌, ଘରୋଇ ହସ୍ପିଟାଲ ଉପରେ କାର୍ଯାନୁଷ୍ଠାନ ନେଇ ଜରିମାନା ନେବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.