Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିସୁଟ୍‌ର 4 କର୍ମଚାରୀଙ୍କୁ କରୋନା
ଆଜିର ଖବର

ଭିସୁଟ୍‌ର 4 କର୍ମଚାରୀଙ୍କୁ କରୋନା

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର : ସମ୍ବଲପୁର ଭିସୁଟ୍‌ର 4 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି । ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବାର ସୂଚନା ରହିଛି । ସମ୍ପୃକ୍ତ ଅଧ୍ୟାପିକାଙ୍କ ସ୍ବାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା । ସ୍ବାମୀଙ୍କ ମୃତ୍ୟୁ ପରେ ଅଧ୍ୟାପିକାଙ୍କ ନମୁନା ବି ପଜିଟିଭ୍‌ ଆସିଥିଲା । ଅଧ୍ୟାପିକା ପଜିଟିଭ୍‌ ଆସିବାରୁ ଭିସୁଯ୍‌ କର୍ମଚାରୀଙ୍କ ସ୍ବାବ୍‌ ନିଆଯାଇଥିଲା । ସଂଗୃହୀତ 60 ସ୍ବାବ୍‌ରୁ 4 ଜଣଙ୍କ ନମୁନା ପଜିଟିଭ୍‌ ଆସିଥିବା ସୂଚନା ରହିଛି । ଭିସୁଟ୍‌ର 4 କର୍ମଚାରୀ ସଂକ୍ରମିତ ନେଇ ଜିଲ୍‌ଲା ପ୍ରଶାସନ ସୂଚନା ଦେଇଛି ।

ସୂଚନାଯୋଗ୍ୟ, ଭିସୁଟ୍‌ରେ କରୋନା ସଂକ୍ରମିତ ମାମଲା ଆସିବା ପରେ ଭିସୁଟ୍‌କୁ ଆସନ୍ତା 11 ତାରିଖ ଯାଏଁ ବନ୍ଦ କରାଯିବା ନେଇ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି । ସେହିପରି ସମସ୍ତ କର୍ମଚାରୀଙ୍କୁ ହେଡ୍‌ କ୍ବାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ରହିଛି । ନିୟମ ଉଲ୍ଲଂଘନ କଲେ ଶୃଙ୍ଖାଗତ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ କରାଯିବ ବୋଲି ସୂଚନା ରହିଛି ।  ହେଡ୍‌କ୍ବାର୍ଟର ବାହାରେ କର୍ମଚାରୀ ଥିଲେ ସେମାନେ ଫେରିବା ପରେ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026
Latest News

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.