Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହାଘରରେ କୋଭିଡ୍‌ ନିୟମ ଉଲ୍ଲଂଘନ କରିବା ପଡିଲା ମହଙ୍ଗା : 50ହଜାର ଜରିମାନା ଆଦାୟ କଲା ପ୍ରଶାସନ
ଆଜିର ଖବର

ବାହାଘରରେ କୋଭିଡ୍‌ ନିୟମ ଉଲ୍ଲଂଘନ କରିବା ପଡିଲା ମହଙ୍ଗା : 50ହଜାର ଜରିମାନା ଆଦାୟ କଲା ପ୍ରଶାସନ

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର : ବ୍ରହ୍ମପୁରରେ ଆୟୋଜିତ ଏକ ବାହାଘର ଭୋଜିକୁ 50 ହଜାର ଜରିମାନା ହୋଇଛି । କନ୍ୟା ଓ ବରପକ୍ଷଙ୍କଠାରୁ 50 ହଜାର ଜରିମାନା ଆଦାୟ କରିଛି ପ୍ରଶାସନ । ବାହାଘର ଶୋଭାଯାତ୍ରାରେ କରୋନା କଟକଣା ଉଲ୍ଲଂଘନ କରିଥିବାରୁ ଏହି ଜରିମାନା ଆଦାୟ କରାଯାଇଛି । ବର ଏବଂ କନ୍ୟା ପକ୍ଷଠାରୁ ଏହି ଜରିମାନା ଆଦାୟ କରାଯାଇଛି । ଜରିମାନା ଆଦାୟ ସହ ଉଭୟ ପକ୍ଷ ନାଁରେ ମାମଲା ରୁଜୁ ହୋଇଛି । ଉଭୟ ପକ୍ଷର 2ଟି ଗାଡି ଜବତ ହେବା ସହିତ ତଦନ୍ତ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଗୋପାଳପୁରର ଏକ ହୋଟେଲ୍‌ରେ ବାହାଘର କାର୍ଯ୍ୟକ୍ରମ ଚାଲିଥିଲା । ରାସ୍ତାରେ ନାଚି ନାଚି ବରଯାତ୍ରୀ ଯିବା ଦୃଶ୍ୟ ଭାଇରାଲ୍‌ ହୋଇଥିଲା । ବିବାହ ଶୋଭାଯାତ୍ରାରେ କୋଭିଡ୍‌ ନିୟମକୁ ସମ୍ପୂର୍ଣ୍ଣ ଭାବରେ ଉଲ୍ଲଂଘନ କରାଯାଇଥିଲା। ଯାହାର ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ବିବାହ ଶୋଭାଯାତ୍ରାରେ କେହି ମୁହଁରେ ମାସ୍କ ନ ପିନ୍ଧିଥିବାବେଳେ କେହି ସାମାଜିକ ଦୂରତ୍ବକୁ ଗୁରୁତ୍ବ ମଧ୍ୟ ଦେଇନଥିଲେ ।

ଜରିମାନା ବାହାଘର
Share. Facebook Twitter LinkedIn Email WhatsApp Copy Link

Related Posts

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026

ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ ନିର୍ଦ୍ଦେଶକ ସଂଘ ଗଠିତ: ସଭାପତି ହେଲେ ବିଭୂକଲ୍ୟାଣ ସାମନ୍ତରାୟ

September 3, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.