Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇତିହାସ ରଚିଲା ପାରାଦ୍ବୀପ ବନ୍ଦର : ପଣ୍ୟ କାରବାରରେ ବୃହତ ବନ୍ଦର ମଧ୍ୟରେ ପ୍ରଥମ
ଆଜିର ଖବର

ଇତିହାସ ରଚିଲା ପାରାଦ୍ବୀପ ବନ୍ଦର : ପଣ୍ୟ କାରବାରରେ ବୃହତ ବନ୍ଦର ମଧ୍ୟରେ ପ୍ରଥମ

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରାଦୀପ ବନ୍ଦର
ସବୁଠାରୁ ଦ୍ରୁତତମ 100 ଏମଏମଟି କାର୍ଗୋ ପରିବହନ ହାସଲ କଲା ପାରାଦୀପ ବନ୍ଦର

ରମେଶ ମହାନ୍ତି

ଜଗତସିଂହପୁର :ଦୃତ ଗତିରେ ବ୍ୟାପୁଥିବା କରୋନା ମହାମାରୀ ପ୍ରଭାବରେ ସାରା ଦେଶରେ ମାନ୍ଦାବସ୍ଥା ଦେଖାଦେଇଥିବା ବେଳେ ପଣ୍ୟ କାରବାର କ୍ଷେତ୍ରରେ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଦେଶର ବୃହତ୍ତ ବନ୍ଦର ଗୁଡ଼ିକ ମଧ୍ୟରେ ପାରାଦ୍ୱୀପ ପ୍ରଥମ ସ୍ଥାନ ଅଧିକାର କରିଛି। ପ୍ରତିକୂଳ ପରିସ୍ଥିତିରେ ୨୫.୭୩ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର କରି ଏକ ବିରଳ କୃତିତ୍ବ ହାସଲ କରି ଦେଶର ବୃହତ୍ତ ବନ୍ଦର ଇତିହାସରେ ପାରାଦ୍ବୀପ ବନ୍ଦର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି।

ଏହି ସଫଳତା ପାଇଁ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରୟ ଏବଂ ଉପାଧ୍ୟକ୍ଷ ଏ.କେ.ବୋଷ,କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟା ଏବଂ ସଚିବ ସଂଜୀବ ରଞ୍ଜନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନ ଓ ମାର୍ଗଦର୍ଶନ ଯୋଗୁଁ ସମ୍ଭବପର ହୋଇପାରିଥିବା ପ୍ରକାଶ କରିବା ସହ ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେହିପରି ଏହି ସଫଳତା ପ୍ରତ୍ୟକ୍ଷ ଭାବେ ଜଡ଼ିତ ପ୍ରତ୍ୟେକ କର୍ମଚାରୀ, ଶ୍ରମିକ ସଂଘ, ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ, ଆମଦାନୀ ରପ୍ତାନୀକାରୀ ସଂସ୍ଥା ,ଷ୍ଟିଭେଡୋର୍ସ ,ଜାହାଜ ଏ.ଜେ ଓ ବନ୍ଦର ବ୍ୟବହାରକାରୀ ମାନଙ୍କ ସହଯୋଗ ପାଇଁ ସେମାନଙ୍କୁ କୃତଜ୍ଞତା ଓ ଅଭିନନ୍ଦନ ଜଣାଇଛନ୍ତି ବନ୍ଦର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ।

ପାରାଦୀପ ବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026
Latest News

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.