Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜଗତସିଂହପୁରରୁ 12 ପଜିଟିଭ୍‌
ଆଜିର ଖବର

ଆଜି ଜଗତସିଂହପୁରରୁ 12 ପଜିଟିଭ୍‌

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର : ଆଜି ଜଗତସିଂହପୁର ଅଞ୍ଚଳରୁ 12 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହି ଆକ୍ରାନ୍ତଙ୍କ ମଧ୍ୟରେ ରହିଥିବାବେଳେ 8 ଜଣ ପ୍ରବାସ ଫେରନ୍ତା ଥିବାବେଳେ ଆଉ 4 ଜଣ ପୂର୍ବ ପଜିଟିଭ୍‌ଙ୍କ ଦ୍ବାରା ସଂକ୍ରମିତ ହୋଇଛନ୍ତି । ଏହି ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । 8ଜଣ ପ୍ରବାସ ଫେରାନ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ 2 ଜଣ, ଦିଲ୍ଲୀରୁ ଜଣେ, ପଶ୍ଚିମବଙ୍ଗରୁ ଜଣେ ତେଲେଙ୍ଗାନାରୁ 2 ଜଣ ତାମିଲନାଡରୁ 2 ଜଣ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଏରସମାରୁ 6ଜଣ ରହିଥିବାବେଳେ ଏମାନେ ସମେସ୍ତ କ୍ବାରେଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁର ବ୍ଲକରୁ ଜଣେ ରହିଥିବାବେଳେ ସେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ରହିଛି । ବିରିଡି ବ୍ଲକରୁ ଚିହ୍ନଟ ଜଣେ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ହୋଇଥିବାର ସୂଚନା ରହିଛି । ତିର୍ତ୍ତୋଲର  ଦୁଇଜଣ ଆକ୍ରାନ୍ତ କିମ୍ସ ହସ୍ପିଟାଲର ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବାର ସୂଚନା ରହିଛି ।ସେହିପରି ଅନ୍ୟ ଜଣେ ଏସ୍‌ସିବି ନ୍ୟୁରୋଲୋଜି ବିଭାଗର ଜଣେ କର୍ମଚାରୀ ରହିଛନ୍ତି । ଆଉ ଜଣେ ସଂକ୍ରମିତ ସମ୍‌ ହସ୍ପିଟାଲର ଜଣେ ନର୍ସ ବୋଲି ସୂଚନା ରହିଛି।

ନୂତନ 12 ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ପଜିଟିଭ୍‌ଙ୍କ ସଂଖ୍ୟା 317ରେ ପହଞ୍ଚିଛି। ସେହିପରି ସୁସ୍ଥ ହୋଇଛନ୍ତି 226 ଜଣ । ଏପର୍ଯ୍ୟନ୍ତ ଜିଲ୍ଲାରେ 91ଟି ସକ୍ରିୟ ମାମଲା ରହିଛି ।

ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.