Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ମହାନଗର ନିଗମର ତିନି କର୍ମଚାରୀଙ୍କୁ କରୋନା
ଆଜିର ଖବର

ଭୁବନେଶ୍ବର ମହାନଗର ନିଗମର ତିନି କର୍ମଚାରୀଙ୍କୁ କରୋନା

July 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମର କର୍ମଚାରୀ କରୋନାରେ ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରେ 2 ଜଣ ଇଞ୍ଜିନିୟର ରହିଥିବାବେଳେ ଜଣେ ଡ୍ରାଇଭର ରହିଥିବାର ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ତିନି ଆକ୍ରାନ୍ତଙ୍କ ବାହାର ଜିଲ୍ଲାର ଟ୍ରାଭେଲ୍‌ ହିଷ୍ଟ୍ରି ଥିବା ସୂଚନା ରହିଛି । ତିନିଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଇଞ୍ଜିନିୟରିଂ ବିଭାଗ ସିଲ୍‌ ହୋଇଛି । ଇଞ୍ଜିନିୟରିଂ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ରହିଛି ।

ଦିନକୁ ଦିନ ଜଟିଳ ହେଉଛି କରୋନା କଟକଣା। ସରକାରୀ କର୍ମଚାରୀ ଯେମିତି ସଂକ୍ରମିତ ନହୁଅନ୍ତି ସେଥିପାଇଁ ସାଧାରଣ ଲୋକଙ୍କୁ ଅଫିସ୍‌ ଆସିବାକୁ ବାରଣ କରାଯାଇଛି। ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏବଂ ଆଗଧାଡ଼ିର କରୋନା ଯୋଦ୍ଧା ଓ ସରକାରୀ କର୍ମଚାରୀମାନେ ଆକ୍ରାନ୍ତ ହେଉଥିବାରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ବିଏମ୍‌ସି ଅଫିସକୁ ଲୋକଙ୍କ ପ୍ରବେଶକୁ ମନା କରାଯାଇଥିବା ବେଳେ ଲୋକସେବା ଭବନ, କୃଷି ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଲୋକ ଆସିବାକୁ ମନା କରାଯାଇଛି। ଖୋର୍ଦ୍ଧା ପୌର ଅଫିସ୍‌ରେ ମଧ୍ୟ ଅନୁରୂପ କଟକଣା ଜାରି କରାଯାଇଛି। ଅଫିସ୍‌ ଖୋଲିବ, କର୍ମଚାରୀ ଆସିବେ। ହେଲେ କୌଣସି ଲୋକ ଆସିପାରିବେ ନାହିଁ ବୋଲି କଟକଣା ଜାରି କରାଯାଇଛି।

କରୋନା ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025

ବ୍ରହ୍ମପୁର ଗୁଟୁଖା କାରବାରକୁ ନେଇ ପୋଲିସର ଚଢାଉ

September 3, 2025

ରଣପୁରର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ

September 3, 2025

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

September 3, 2025
Latest News

ଆଜି ବସିବ ଜିଏସଟି ବୈଠକ, କଣ ହେବ ନିଷ୍ପତି, ରହିଛି ସମସ୍ତଙ୍କ ନଜର

September 3, 2025

ବ୍ରହ୍ମପୁର ଗୁଟୁଖା କାରବାରକୁ ନେଇ ପୋଲିସର ଚଢାଉ

September 3, 2025

ରଣପୁରର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଉପ-ନିର୍ଦ୍ଦେଶକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ

September 3, 2025

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

September 3, 2025

ରବିବାର ଦିନ ଲାଗିବ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ଅଛି ପାକ ତ୍ୟାଗ

September 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.