Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 469 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 9 ହଜାର ଟପିଲା
ଆଜିର ଖବର

ଆଉ 469 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 9 ହଜାର ଟପିଲା

July 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 469 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 317ଜଣ ଚିହ୍ନଟ ହୋଇଥିବାବେଳେ 150ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 9ହଜାର 70କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 3 ହଜାର 90ଜଣ । ସେହିପରି ସୁସ୍ଥ ହୋଇଛନ୍ତି 5 ହଜାର 934ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 34ଜଣ । ସେହିପରି 9 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.