Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ପୁଣି ଦୁଇଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 36କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ପୁଣି ଦୁଇଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 36କୁ ବୃଦ୍ଧି

July 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଇଛି କରୋନା । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଗଜପତିର ହୋଇଥିବାବେଳେ ଆଉ ଜଣେ ସୁନ୍ଦରଗଡ ଜିଲ୍ଲାର ବୋଲି ସୂଚନା ରହିଛି । ଏବେ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 36କୁ ବୃଦ୍ଧି ହୋଇଛି। ସେହିପରି ବାଲେଶ୍ବରର ଜଣେ 40 ବର୍ଷୀୟା ପଜିଟିଭ୍‌ ମହିଳା ଅସହ୍ୟ ଛାତି ଯନ୍ତ୍ରଣା ଯୋଗୁଁ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଜପତି ଜିଲ୍ଲାର ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ 40 ବର୍ଷ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାର ମୃତକଙ୍କ ବୟସ 64 ବର୍ଷ ବୋଲି ସୂଚନା ରହିଛି। ମୃତକ ଜଣକ ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ, ଗତକାଲି ସର୍ବାଧିକ 5 ଜଣଙ୍କର ମୃତ୍ୟୁହୋଇଥିବାବେଳେ ଆଜି ଆଉ ଦୁଇଜଣଙ୍କର ମୃତ୍ୟୁହୋଇଛି । ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 20ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 7, କଟକରୁ 4, ପୁରୀ ଓ ଅନୁଗୁଳ ଓବରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିଲେ । ଏବେ ଦୁଇ ନୂଆ ଜିଲ୍ଲା ଅର୍ଥାତ୍‌ ସୁନ୍ଦରଗଡ ଓ ଗଜପତିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ରାଜ୍ୟରେ 10 ଜଣ କରୋନା ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବାର ସୂଚନା ରହିଛି ।

କରୋନା ଗଜପତି ମୃତ୍ୟୁ ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 10, 2026
Latest News

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 10, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତେଲେଙ୍ଗାନା ଗସ୍ତ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.