Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ପଜିଟିଭ୍‌ : 24ହଜାର 850 ଆକ୍ରାନ୍ତ, 613 ମୃତ
ଆଜିର ଖବର

ଗତ 24 ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ପଜିଟିଭ୍‌ : 24ହଜାର 850 ଆକ୍ରାନ୍ତ, 613 ମୃତ

July 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଆମେରିକା ଓ ବ୍ରାଜିଲ୍‌ ପରେ ଭାରତରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଭାରତରେ ସଂକ୍ରମିତଙ୍କ ସଂଖ୍ୟା ସାଢେ ଛଅ ଲକ୍ଷ ପାର୍‌ କରିସାରିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ଏପର୍ଯ୍ୟନ୍ତ 6 ଲକ୍ଷ 73 ହଜାର 165 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି ଦେଶରେ ମୋଟ୍‌ ମୃତ୍ୟୁ ସଂଖ୍ୟା 19 ହଜାର 268କୁ ବୃଦ୍ଧି ହୋଇଛି । ସେହିପରି 4 ଲକ୍ଷ 90 ହଜାର ସୁସ୍ଥ ହୋଇଛନ୍ତି । ଗତ 24 ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ 24 ହଜାର 850 ନୂତନ ପଜିଟିଭ୍ ମାମଲା ସାମ୍ନାକୁ ଆସିଥିବାବେଳେ 613ଜଣଙ୍କର ମୃତ୍ୟୁ ହୋଇଛି ।

ଅପରପକ୍ଷରେ ଦେଶରେ ରିକଭରୀ ବା ସୁସ୍ଥ ସଂଖ୍ୟା ଲଗାତର ବଢ଼ିବାରେ ଲାଗିଛି। ଦେଶରେ ରିକଭରୀ ବା ସୁସ୍ଥ ରେଟ୍ ୬୦.୭୭ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମହାମାରୀରେ ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ର ଆଗରେ ରହିଛି। ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା 8671ରେ ପହଞ୍ଚିଥିବାବେଳେ ଦିଲ୍ଲୀରେ 3004, ମଧ୍ୟପ୍ରଦେଶରେ 598, ଗୁଜୁରାଟରେ 1925, ତାମିଲନାଡୁରେ 1450, ରାଜସ୍ଥାନରେ 447ଜଣଙ୍କର ମୃତ୍ୟୁ ଘଟିଛି । (ଏଜେନ୍ସି)

 

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ହସ୍ପିଟାଲରେ ଉନ୍ନତ ଚିକିତ୍ସା ଉପକରଣ ଉଦ୍ଘାଟିତ

January 27, 2026

ଏହି ତାରିଖରେ ମୁକ୍ତିଲାଭ କରିବ “ୱେଲକମ୍ ଟୁ ଦି ଜଙ୍ଗଲ”: ଜାଣନ୍ତୁ କେବେ?

January 27, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

January 27, 2026

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ ୭୧ ଚୋରି ମୋବାଇଲ ଫୋନ ଉଦ୍ଧାର

January 27, 2026
Latest News

ଭୁବନେଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ହସ୍ପିଟାଲରେ ଉନ୍ନତ ଚିକିତ୍ସା ଉପକରଣ ଉଦ୍ଘାଟିତ

January 27, 2026

ନୂତନ UGC ଆଇନ ପ୍ରତ୍ୟାହାର କରନ୍ତୁ, ନଚେତ୍ ମୋତେ ଇଚ୍ଛାମୃତ୍ୟୁ…: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜଗତଗୁରୁ

January 27, 2026

ଏହି ତାରିଖରେ ମୁକ୍ତିଲାଭ କରିବ “ୱେଲକମ୍ ଟୁ ଦି ଜଙ୍ଗଲ”: ଜାଣନ୍ତୁ କେବେ?

January 27, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

January 27, 2026

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ ୭୧ ଚୋରି ମୋବାଇଲ ଫୋନ ଉଦ୍ଧାର

January 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.