Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଚେତନତାଠାରୁ ବଡ଼ ଦେଶଭକ୍ତି ଆଉ କିଛି ନାହିଁ :  ପ୍ରିୟଙ୍କା ଗାନ୍ଧି
ଆଜିର ଖବର

ସଚେତନତାଠାରୁ ବଡ଼ ଦେଶଭକ୍ତି ଆଉ କିଛି ନାହିଁ :  ପ୍ରିୟଙ୍କା ଗାନ୍ଧି

March 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସକ୍ରିୟ ରାଜନୀତିରେ ଅଂଶଗ୍ରହଣ କରିବା ପରେ ପ୍ରଥମଥର ପାଇଁ ପ୍ରିୟଙ୍କା ଗାନ୍ଧି ପ୍ରଥମଥର ପାଇଁ ଜାତୀୟସ୍ତରରେ ଭାଷଣ ଦେଇଛନ୍ତି। ଗୁଜୁରାଟର ଗାନ୍ଧିନଗରର କଂଗ୍ରେସ କାର୍ଯ୍ୟ ସମିତି ପରେ ଆୟୋଜିତ ରାଲିରେ ପ୍ରିୟଙ୍କା ଗାନ୍ଧି ମୋଦି ସରକାରଙ୍କୁ ସିଧା ଟାର୍ଗେଟ୍‌ କରିଛନ୍ତି।  ପ୍ରିୟଙ୍କା ମୋଦି ସରକାରଙ୍କୁ କଟାକ୍ଷ କରି କାଠଗଡ଼ାରେ ଠିଆ କରାଇଦେଇଛନ୍ତି। ଦେଶର ଯୁବକଙ୍କୁ ଦେଇଥିବା ୨ କୋଟି ରୋଜଗାରର ପ୍ରତିଶ୍ରୁତିକୁ ମୋଦି ସରକାର ପାଳନ କରିନାହାନ୍ତି ବୋଲି ସମାଲୋଚନା କରିଥିଲେ ପ୍ରିୟଙ୍କା। ସେ ତାଙ୍କ ଭାଷଣରେ ସାଧାରଣ ଜନତାଙ୍କୁ ସମ୍ବୋଧନ କରି ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ସଚେତନତାଠାରୁ ବଡ଼ ଦେଶଭକ୍ତି ଆଉ କିଛି ନୁହେଁ ବୋଲି ପ୍ରିୟଙ୍କା କହିଛନ୍ତି। ଆଉ ସଚେତନତା ହିଁ ଜନତାଙ୍କର ଅସ୍ତ୍ର। ଏବଂ ଭୋଟ ହେଉଛି ଅମୋଘ ଅସ୍ତ୍ର। ତେଣୁ ଜନସାଧାରଣ ସଚେତନ ସହକାରେ ଭୋଟ୍‌ ଦେବା ଉପରେ ଧ୍ୟାନ କେନ୍ଦ୍ରିତ କରିବା ଉଚିତ୍‌ ବୋଲି ସେ କହିଛନ୍ତି। ଭାଷଣ ଆରମ୍ଭ ପୂର୍ବରୁ ପ୍ରିୟଙ୍କା କହିଥିଲେ ଯେ, ମୁଁ ଭାଷଣ ଦେବି ନାହିଁ କେବଳ ଦୁଇ ଶବ୍ଦ ହିଁ କହିବି। ଦେଶର ବର୍ତ୍ତମାନର ଅବସ୍ଥା ଦେଖି ତାଙ୍କୁ ଦୁଃଖ ଲାଗୁଛି। ଠିକ୍‌ ସମୟରେ ଠିକ୍‌ ନିର୍ଣ୍ଣୟ ନେବାକୁ ସେ ସାଧାରଣ ଜନତାଙ୍କୁ କହିଛନ୍ତି।

priyankagandhi thesaimkhsya
Share. Facebook Twitter LinkedIn Email WhatsApp Copy Link

Related Posts

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Latest News

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.