Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ 4 କରୋନା ଯୋଦ୍ଧାଙ୍କ ମୃତ୍ୟୁ
ଆଜିର ଖବର

ଗଞ୍ଜାମରେ 4 କରୋନା ଯୋଦ୍ଧାଙ୍କ ମୃତ୍ୟୁ

July 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଏଯାବତ୍‌ 4 କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି ବୋଲି ଟୁଇଟ୍‌ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ମୃତକଙ୍କ ମଧ୍ୟରେ ଦୁଇ ଶିକ୍ଷକ, ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ଏବେ ବେଶ୍‌ ଜଟିଳ ରହିଛି । ଜିଲ୍ଲାରେ ସର୍ବାଧିକ 20ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା 2000 ଟପି ସାରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Latest News

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026

ଏସିଆ କପରେ ଶତକ ହାସଲ କରି ୧୦ଟି ବଡ଼ ରେକର୍ଡ ଭାଙ୍ଗିଲେ ସ୍ମୃତି ମନ୍ଧାନା

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.