Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ରାଜ୍ୟରୁ ଦୁଇଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 38କୁ ବୃଦ୍ଧି
ଆଜିର ଖବର

ପୁଣି ରାଜ୍ୟରୁ ଦୁଇଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 38କୁ ବୃଦ୍ଧି

July 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପୁଣି ଦୁଇଟି ମୁଣ୍ଡ ନେଲା କରୋନା । ଆଜି ରାଜ୍ୟରୁ ପୁଣି ଦୁଇଟି ମୁଣ୍ଡ ନେଇଛି କରୋନା । ମୃତକଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ଯାଜପୁରରୁ ଅନ୍ୟ ଜଣେ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମର ମୃତକଙ୍କ ବୟସ 77 ବର୍ଷ ବୋଲି ଜଣାପଡିଛି । ସେ ହାଇପର୍ଟେସନ୍‌ରେ ପୀଡ଼ିତ ଥିଲେ । ସେହିପରି ଯାଜପୁରରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 64।ସେ  ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ ସୁଦ୍ଧା କରୋନା ମୃତ୍ୟୁ ସଂଖ୍ୟା 38ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 21କୁ ବୃଦ୍ଧି ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 7ରେ ରହିଛି । ଆଜି ଯାଜପୁରରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ସେହିପରି 10 ଜଣ କରୋନା ଆକ୍ରାନ୍ତ ହୋଇଥିବାବେଳେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

 

କରୋନା ମୃତ୍ୟୁ ଗଞ୍ଜାମ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.