କଟକ: କରୋନା ସଂକ୍ରମିତ ଚିହ୍ନଟ ପରେ କଟକ ଶିଶୁଭବନ ଆଉଟଡୋର ବନ୍ଦ ରହିଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟଡୋର ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଶିଶୁଭବନରେ ଜରୁରୀକାଳୀନ ସେବା ଜାରି ରହିବ। ଏ ନେଇ ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ଶିଶୁଭବନ
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀDecember 18, 2025