Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରୁ ଆଜି ଆଉ 3 କରୋନା ପଜିଟିଭ
ଆଜିର ଖବର

କଟକରୁ ଆଜି ଆଉ 3 କରୋନା ପଜିଟିଭ

July 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କଟକ ସହରରୁ ଆଉ 3 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରୁ  ଜଣେ ଲୋକାଲ୍‌ କେସ୍‌ ଥିବାବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ  ଜଣେ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିବାବେଳେ ଅନ୍ୟ ଜଣେ ପେଡ୍‌ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାର ସୂଚନା ରହିଛି । ଲୋକାଲ୍‌ କଣ୍ଟାକ୍ଟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ 58 ବର୍ଷୀୟ କୋଭିଡ ଯୋଦ୍ଧା ବୋଲି ସୂଚନା ରହିଛି । ସେ ଏକ ଘରୋଇ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି ।

ସେହିପରି ହୋମ୍‌ କ୍ବାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କର ବୟସ 59 ବର୍ଷ । ସେ ମାଣିକଘୋଷ ବଜାରରୁ ଚିହ୍ନଟ ହୋଇଛନ୍ତି । ସେ ପୂର୍ବ ସଂକ୍ରମିତଙ୍କଠାରୁ ସଂକ୍ରମିତ ହୋଇଥିବାର ସୂଚନା ରହିଛି ।

ସେହିପରି ପେଡ୍‌ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ 62 ବର୍ଷୀୟ ପୁରୁଷ । ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବାର ସୂଚନା ରହିଛି ।

Image

ନୂତନ ତିନି ପଜିଟିଭ୍‌ଙ୍କୁ ମିଶାଇ କଟକ ସହରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 193ରେ ପହଞ୍ଚିଛି । ସେହିପରି 2 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 22 ଜଣ ସୁସ୍ଥ ହୋଇଛନ୍ତି । କଟକରେ ଏବେସୁଦ୍ଧା 169 ସକ୍ରିୟ ମାମଲା ରହିଛି ।

କଟକ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026
Latest News

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.