Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରୁ ଆଜି 23 ପଜିଟିଭ୍‌ : ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ଜଗତସିଂହପୁରରୁ ଆଜି 23 ପଜିଟିଭ୍‌ : ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ

July 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ 23 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛି ଜିଲ୍ଲା ପ୍ରଶାସନ । ଏହି ଆକ୍ରାନ୍ତଙ୍କ ମଧ୍ୟରୁ 22 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଜଣେ ଏସ୍‌ସିବି ମେଡିକାଲ୍‌ କଟକରୁ ଚିକିତ୍ସିତ ହେଉଥିବାର ଜଣାପଡିଛି । ଚିହ୍ନଟ ହୋଇଥିବା 22 ଜଣ ଯାକ ପ୍ରବାସ ଫେରନ୍ତା ବୋଲି ସୂଚନା ରହିଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ଜଣେ, ଦିଲ୍ଲୀରୁ ଦୁଇଜଣ, କର୍ଣ୍ଣାଟକରୁ 5 ଜଣ, ମହାରାଷ୍ଟ୍ରରୁ ଜଣେ, ପଶ୍ଚିମବଙ୍ଗରୁ ତିନି ଜଣ, ତେଲେଙ୍ଗାନାରୁ 6 ଜଣ, ତାମିଲନାଡୁରୁ 3ଜଣ, କୁଏତ୍‌ରୁ ଜଣେ ରହିଛନ୍ତି । ସେହିପରି ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲିକୁଦା ବ୍ଲକରୁ 8 ଜଣ ରହିଥିବାବେଳେ ଜଗତସିଂହପୁର ବ୍ଲକରୁ 5 ଜଣ, ବିରିଡି ବ୍ଲକରୁ ଜଣେ, ତିର୍ତ୍ତୋଲ ବ୍ଲକରୁ 9ଜଣ ରହିଛନ୍ତି ।

Image

ନୂତନ 23ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 340କୁ ବୃଦ୍ଧି ହୋଇଛି। ସେହିପରି ଜିଲ୍ଲାରୁ 242 ଜଣ ସୁସ୍ଥ ହୋଇଥିବାବେଳେ ଏବେ ସୁଦ୍ଧା ଜିଲ୍ଲାରେ 98ଟି ସକ୍ରିୟ ମାମଲା ରହିଛି ।

ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.