Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରୁ ଚିହ୍ନଟ 29 ଆକ୍ରାନ୍ତଙ୍କ ମଧ୍ୟରୁ ସିଏମ୍‌ସିରୁ 5 ପଜିଟିଭ୍‌
ଆଜିର ଖବର

କଟକରୁ ଚିହ୍ନଟ 29 ଆକ୍ରାନ୍ତଙ୍କ ମଧ୍ୟରୁ ସିଏମ୍‌ସିରୁ 5 ପଜିଟିଭ୍‌

July 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ଜିଲ୍ଲାର ନୂଆ 29 ଆକ୍ରାନ୍ତଙ୍କ ମଧ୍ୟରୁ ସିଏମ୍‌ସିରୁ 5 ଜଣ ଚିହ୍ନଟ ହୋଇଛନ୍ତି । କଟକରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଟାଙ୍ଗୀରୁ ଜଣେ ରହିଥବାବେଳେ କଟକ ସଦରରୁ ଜଣେ, ବାଙ୍କୀରୁ 12 ଜଣ, ବଡ଼ମ୍ବାରୁ 5 ଜଣ, ନରସିଂହପୁର ଦୁଇଜଣ, ନିଆଳିରୁ 2ଜଣ, ସାଲେପୁରରୁ ଜଣେ ଚିହ୍ନଟ ହୋଇଛନ୍ତି ।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 855ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ 544 ଜଣ ସୁସ୍ଥ ହୋଇ ସାରିଥିବା ବେଳେ 303 ଜଣ ଚିକିତ୍ସାଧୀନ ଅଛନ୍ତି। କରୋନା ଯୋଗୁ କଟକ ଜିଲ୍ଲାରେ ସମୁଦାୟ 5 ଜଣଙ୍କ ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Latest News

“ଆମେ ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଦେବୁ”: ଟ୍ରମ୍ପଙ୍କୁ ଚିଡ଼ାଇବ ରୁଷର ଏହି ବୟାନ

September 4, 2026

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.