Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟଥର ପାଇଁ ମୋଦି ହୋଇପାରିବେନି ପ୍ରଧାନମନ୍ତ୍ରୀ : ଶରଦ ପାଓ୍ବାର
ଆଜିର ଖବର

ଦ୍ବିତୀୟଥର ପାଇଁ ମୋଦି ହୋଇପାରିବେନି ପ୍ରଧାନମନ୍ତ୍ରୀ : ଶରଦ ପାଓ୍ବାର

March 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi cannot elect as pm twice, says sarad pawar
modi cannot elect as pm twice, says sarad pawar

ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏନସିପି ମୁଖ୍ୟ ଶରଦ ପାୱାର ଭବିଷ୍ୟବାଣୀ କରି କହିଛନ୍ତି କି, ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ । ଶରଦ ପାୱାରଙ୍କ କହିବାନୁସାରେ, ବିଜେପିକୁ ପୂର୍ଣ୍ଣ ବହୁମତ ମିଳିବନି। ତାଙ୍କୁ ବହୁମତରୁ କମ୍ ସିଟ୍ ମିଳିବ। ବିଜେପି ସବୁଠାରୁ ବଡ ଦଳ ହୋଇପାରେ। କିନ୍ତୁ ସବୁଠାରୁ ବଡ ଦଳ ହେବା ପରେ ସେ ନିଜ ମୁତାବକ ପ୍ରଧାନମନ୍ତ୍ରୀ ବନାଇପାରିବ ନାହିଁ। ତାଙ୍କୁ ଅନ୍ୟ ଦଳର ସହାୟତା ନେବାକୁ ପଡିବ ଏବଂ ଏହା ଯଦି ହେବ, ତେବେ ତାଙ୍କୁ ନୂଆ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ଖୋଜିବାକୁ ପଡିବ। ଏନ୍‌ସିପି ଓ କଂଗ୍ରେସ ସହ ଆସନ ବୁଝାମଣା ନେଇ ନିଷ୍ପତ୍ତି ହୋଇସାରିଛି। ବହୁତ ଶୀଘ୍ର ଏହା ଔପଚାରିକ ଘୋଷଣା ହେବ। ନିର୍ବାଚନ ଲଢ଼ିବା ସମ୍ଭାବନା ଉପରେ ବିରାମ ଦେଇ ପାୱାର କହିଛନ୍ତି କି, “ତାଙ୍କ ପରିବାରର ଦୁଇ ଜଣ ସଦସ୍ୟ ୨୦୧୯ ଲୋକସଭା ନିର୍ବାଚନ ଲଢୁଥିବାରୁ ସେ ନିର୍ବାଚନ ନ ଲଢିବାର ନିଷ୍ପତ୍ତି ନେଇଛନ୍ତି।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.