Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ କରୋନା ନେଲା 6 ଜୀବନ : ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ କରୋନା ନେଲା 6 ଜୀବନ : ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି

July 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 6ଟି ମୁଣ୍ଡ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ତିନିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ ଜଣେ, ରାୟଗଡାରୁ ଜଣେ ଓ କେନ୍ଦ୍ରାପଡାରୁ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ।

ଗଞ୍ଜାମରୁ ଆଜି କରୋନା ଯୋଗୁଁ ମୃତ୍ୟୁବରଣ କରିଥିବା ତିନି ମୃତକଙ୍କ ମଧ୍ୟରେ ଜଣେ 50 ବର୍ଷୀୟା ମହିଳା ରହିଥିବାବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ଜଣେ 56 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 64 ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ରହିଛି ।  ସେହିପରି ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 55 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ସେହିପରି ରାୟଗଡା ଅଞ୍ଚଳରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ 80 ବର୍ଷ ବୋଲି ସୂଚନା ରହିଛି । ସେହିପରି କେନ୍ଦ୍ରାପଡାରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 49 ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି ହୋଇଛି । ଗଞ୍ଜାମରେ ମୃତ୍ୟୁସଂଖ୍ୟା 27ରେ ପହଞ୍ଚିଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟାକୁ 8କୁ ବୃଦ୍ଧି  ହୋଇଛି । ସେହିପରି ଅନ୍ୟ 12ଜଣ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.