Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁର୍ଲାର 5ଟି ୱାର୍ଡରେ କାଲିଠାରୁ ଦୁଇ ଦିନିଆ ସଟ୍ ଡାଉନ୍, ବାଦ୍ ପଡ଼ିଲା ଭିମସାର କ୍ୟାମ୍ପସ
ଆଜିର ଖବର

ବୁର୍ଲାର 5ଟି ୱାର୍ଡରେ କାଲିଠାରୁ ଦୁଇ ଦିନିଆ ସଟ୍ ଡାଉନ୍, ବାଦ୍ ପଡ଼ିଲା ଭିମସାର କ୍ୟାମ୍ପସ

July 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର, କୋଭିଡ-19 ସଂକ୍ରମଣ ବଢୁଥିବା ଦୃଷ୍ଟିରୁ ସମ୍ବଲପୁର ପ୍ରଶାସନ ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନର କିଛି ଅଞ୍ଚଳରେ ଦୁଇ ଦିନିଆ ସଟ୍ ଡାଉନ୍ ଘୋଷଣା କରିଛନ୍ତି। ଆସନ୍ତାକାଲିଠାରୁ ଏହା ଲାଗୁ ହେବ ବୋଲି ଆଜି ଘୋଷଣା କରାଯାଇଛି। ଏହି ସମୟରେ ବୁର୍ଲା ଅଞ୍ଚଳର ୱାର୍ଡ ନଂ 3ରୁ ୱାର୍ଡ ନଂ 7 ମଧ୍ୟରେ ଆସୁଥିବା ଅଞ୍ଚଳ ସଟ୍ ଡାଉନରେ ରହିବ। ତେବେ ଭୀମସାର କ୍ୟାମ୍ପସକୁ ଏଥିରୁ ବାଦ ଦିଆଯାଇଛି।

ସମ୍ବଲପୁରରେ ଏଯାବତ୍ 105 ଜଣ ବ୍ୟକ୍ତି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି।

ସଟଡାଉନ ସମୟରେ ଅନ୍ତଃ ଜିଲ୍ଲା ପରିବହନ ଉଭୟ ସରକାରୀ ଓ ବେସରକାରୀ, ଲୋକଙ୍କ ଚଳପ୍ରଚଳ ବନ୍ଦ ରହିବ। ଦୋକାନ ବଜାର, ଅନ୍ୟାନ୍ୟ ବ୍ୟବସାୟ ପ୍ରତିଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

ହସ୍ପିଟାଲ, ଔଷଧ ଦୋକାନ, ପେଟ୍ରୋଲ ପମ୍ପ, ମିଲକ ବୁଥ୍ ଖୋଲା ରହିବ। ଜରୁରୀ ସେବାରେ ଥିବା କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀ ଯିବା ଆସିବା କରି ପାରିବେ। ମାଲ ପରିବହନକୁ ଅନୁମତି ମିଳିବ। ବିବାହ ଏବଂ ଶବ ସଂସ୍କାର ଆଦି ପାଇଁ ପ୍ରଶାସନର ଅନୁମତି ନେବାକୁ ପଡ଼ିବ। ସରକାରୀ ନିୟମ ଖିଲାପକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.