Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଯୁକ୍ତି କଟକଣା ଉପରେ ଅର୍ଥ ବିଭାଗର ସ୍ପଷ୍ଟୀକରଣ, ଜାରି ରହିବ ସରକାରୀ ନିଯୁକ୍ତି କାର୍ଯକ୍ରମ
ଆଜିର ଖବର

ନିଯୁକ୍ତି କଟକଣା ଉପରେ ଅର୍ଥ ବିଭାଗର ସ୍ପଷ୍ଟୀକରଣ, ଜାରି ରହିବ ସରକାରୀ ନିଯୁକ୍ତି କାର୍ଯକ୍ରମ

July 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କରୋନା ଯୋଗୁଁ ସୃଷ୍ଟି ହୋଇଥିବା ଆର୍ଥିକ ସଂକଟ କାରଣରୁ ରାଜ୍ୟ ସରକାର ଗତକାଲି ନିଯୁକ୍ତି ନେଇ ଯେଉଁ କଟକଣା ଲାଗୁ କରିଥିଲେ ତାହାକୁ ନେଇ ଦ୍ବିଧା ଉପୁଜିବାରୁ ଅର୍ଥ ବିଭାଗ ପକ୍ଷରୁ ଆଜି ସ୍ପଷ୍ଟୀକରଣ ଦେଇଛନ୍ତି। ଚାଲୁ ରହିଥିବା ସମସ୍ତ ସରକାରୀ ନିଯୁକ୍ତି କାର୍ଯ୍ୟକ୍ରମ ଜାରି ରହିବ। ଖାଲି ପଡୁଥିବା ସମସ୍ତ ସରକାରୀ ପଦବୀରେ ମଧ୍ୟ ନିଯୁକ୍ତି ଦିଆଯିବ। କେବଳ ନୂଆ ପଦବୀ ସୃଷ୍ଟି ଉପରେ ସାମୟିକ କଟକଣା ଜାରି କରାଯାଇଛି ବୋଲି ଅର୍ଥ ବିଭାଗ ଆଜି ଜାରି କରିଥିବା ସ୍ପଷ୍ଟୀକରଣରେ ଉଲ୍ଲେଖ କରିଛି।

କରୋନା ସଂକଟ ଦୃଷ୍ଚିରୁ ଦୁଇ ବର୍ଷ ଯାଏଁ କୌଣସି ବିଭାଗରେ ନୂଆ ପଦବୀ ସୃଷ୍ଟି ହେବ ନାହିଁ। କେବଳ ସ୍ବାସ୍ଥ୍ୟ ଓ ପରିବାର ବିଭାଗରେ ନୂଆ ପଦବୀ ବାହାରି ନିଯୁକ୍ତି ଦିଆଯାଇପାରିବ ବୋଲି ଗତକାଲି ଅର୍ଥ ବିଭାଗ ପ୍ରକାଶ କରିଥିଲେ। ଏହାକୁ ନେଇ ବିଭିନ୍ନ ମହଲରେ ବିରୋଧ ହେବାରୁ ଏବଂ ଆଜି କଂଗ୍ରେସ ଦଳ ପକ୍ଷରୁ ଏହାକୁ ରାଜଧାନୀରେ ବିରୋଧ କରି ପ୍ରତିବାଦ କରିବା ପରେ ଅର୍ଥ ବିଭାଗର ଏହି ସ୍ପଷ୍ଟୀକରଣ ଆସିଛି।

ଅର୍ଥ ବିଭାଗ ସ୍ପଷ୍ଟୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026
Latest News

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.