Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»8 ଟି ନୂଆ ଟେକନୋଲୋଜିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ, ପ୍ରାଶାସନିକ ଦକ୍ଷତା ଓ ଗୁଣବତ୍ତା ଉପରେ ଗୁରୁତ୍ବ
ଆଜିର ଖବର

8 ଟି ନୂଆ ଟେକନୋଲୋଜିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ, ପ୍ରାଶାସନିକ ଦକ୍ଷତା ଓ ଗୁଣବତ୍ତା ଉପରେ ଗୁରୁତ୍ବ

July 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ପବ୍ଲିକ ସର୍ଭିସରେ ଉନ୍ନତି ଆଣିବା ସକାଶେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 8 ଟି ନୂଆ ଟେକନୋଲୋଜିର ଶୁଭାରମ୍ଭ କରିଛନ୍ତି। ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ବିଭିନ୍ନ ସରକାରୀ କାମ ଏହାଦ୍ବାରା ଅଧିକ ସରଳ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ତ୍ବରାନ୍ବିତ ହୋଇ ପାରିବ। ଏହାଦ୍ବାରା ପ୍ରାଶାସନିକ ସଂସ୍କାର ବାବଦ ଲକ୍ଷ୍ୟ ମଧ୍ୟ ସୁବିଧାରେ ହାସକ କରାଯାଇ ପାରିବ। ନୂଆ ଟେକନୋଲୋଜିର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, 5ଟି ମଡେଲ ସହ ମୋ ସରକାର କାର୍ଯ୍ୟକ୍ରମ ଯୋଗୁଁ ରାଜ୍ୟ ପ୍ରଶାସନରେ ଦକ୍ଷତା ଓ ଗୁଣବତ୍ତା ଅନେକାଂଶରେ ବଢି ପାରିଛି।

ଭୁବନେଶ୍ବରରେ ସରକାରୀ ଜମିର ସୁରକ୍ଷା ଦିଗରେ ସ୍ପେସ ଟେକନୋଲୋଜି ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନସର ବ୍ୟବହାର କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ଏହାଦ୍ବାରା ରାଜଧାନୀର ଯୋଜନାବଦ୍ଧ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ ସଂକଟ ଯୋଗୁଁ ସମସ୍ତ ସରକାରୀ କାର୍ଯ୍ୟକ୍ରମ ପାଇଁ ସମୟ ସୀମା 2020 ଅକ୍ଟୋବର 2କୁ ବଢାଇ ଦିଆଯାଇଛି। ପୂର୍ବରୁ ଏହି ସୀମା ଅଗଷ୍ଟ 15 ଥିଲା।

ଏହି ଅବସରରେ ମୁଖ୍ୟ ସଚିବ ଅସିତ ତ୍ରିପାଠି, ଗୃହ ବିଭାଗ ପ୍ରମୁଖ ସଚିବ, ଦକ୍ଷତା ବିକାଶ ପ୍ରାଧୀକରଣ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା, 5ଟି ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

Indian Idol Winner Returns: ଭୁବନେଶ୍ବରରେ ପହଞ୍ଚିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ

July 27, 2026

ପ୍ରତିବାଦ ସମୟରେ AK-47 ରୁ ଗୁଳି ଚଳାଇଥିବା ପୋଲିସ ଅଧିକାରୀ ନିଲମ୍ବିତ

July 27, 2026

ବଡ଼ ଖୁଲାସା!: CJPର ସଂସଦ ପଦଯାତ୍ରା ସମୟରେ ଯବାନଙ୍କ ପେଲେଟ୍ ବନ୍ଧୁକରୁ ଚାଲିଥିଲା ଗୁଳି

July 27, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଏବେ ଏହି ୩ ରାଜ୍ୟର ଶିକ୍ଷା ମନ୍ତ୍ରୀଙ୍କ ପାଳି?: ଜୋର ଧରିଲା ଇସ୍ତଫା ଦାବି 

July 27, 2026
Latest News

Indian Idol Winner Returns: ଭୁବନେଶ୍ବରରେ ପହଞ୍ଚିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ

July 27, 2026

ପ୍ରତିବାଦ ସମୟରେ AK-47 ରୁ ଗୁଳି ଚଳାଇଥିବା ପୋଲିସ ଅଧିକାରୀ ନିଲମ୍ବିତ

July 27, 2026

ବଡ଼ ଖୁଲାସା!: CJPର ସଂସଦ ପଦଯାତ୍ରା ସମୟରେ ଯବାନଙ୍କ ପେଲେଟ୍ ବନ୍ଧୁକରୁ ଚାଲିଥିଲା ଗୁଳି

July 27, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଏବେ ଏହି ୩ ରାଜ୍ୟର ଶିକ୍ଷା ମନ୍ତ୍ରୀଙ୍କ ପାଳି?: ଜୋର ଧରିଲା ଇସ୍ତଫା ଦାବି 

July 27, 2026

ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ଜଣେ ଟାଣୁଆ ନେତା ସୁଶାନ୍ତ ସିଂହଙ୍କ ପରଲୋକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.