Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଉ 4ଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 52କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ଆଉ 4ଟି ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା 52କୁ ବୃଦ୍ଧି

July 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ଚାରୋଟି ମୁଣ୍ଡ ନେଇଛି କରୋନା ।  ଆଜି ରାଜ୍ୟରେ 4 ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି ।  ମୃତକଙ୍କ ମଧ୍ୟରୁ ଗଞ୍ଜାରୁ ତିନିଜଣ ରହିଥିବାବଳେ ଭଦ୍ରକରୁ ଜଣେ ରହିଛନ୍ତି ।

ଗଞ୍ଜାମରୁ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟା ମହିଳା ରହିଥିବାବେଳେ ସେ ଡାଇବେଟିସ୍‌ ଓ ହାଇପର୍ଟେନସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଜଣେ ମୃତକ ଗଞ୍ଜାମର 58 ବର୍ଷୀୟ ବୋଲି ସୂଚନା ରହିଛି । ଅନ୍ୟ ଜଣେ ଆକାନ୍ତଙ୍କ ଜଣକ 64 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଥିବାବେଳେ ସେ ମଧ୍ୟ ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

ସେହିପରି ଭଦ୍ରକ ଜିଲ୍ଲାରୁ କରୋନାରେ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ବୟସ 58 ବର୍ଷ ବୋଲି ସୂଚନା ରହିଛି । ସେ ମଧ୍ୟ ଡାଇବେଟିସ୍‌ ଓ କିଡ୍‌ନୀ ବେମାରୀରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

ରାଜ୍ୟରେ ମୃତକଙ୍କ ସଂଖ୍ୟା 52ରେ ପହଞ୍ଚିଥିବାବେଳେ 15 ଜଣ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି । ସେହିପରି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ 30 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ  ଖୋର୍ଦ୍ଧା ଜିଲ୍ଲାରେ 8, କଟକରେ 5, ଯାଜପୁର, ସୁନ୍ଦରଗଡ, ଗଜପତି, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ବରଗଡ ଓ ରାୟଗଡାର ଓ ଅନୁଗୁଳରୁ ଜଣେ ଲେଖାଏଁ ରହିଛନ୍ତି ।

ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତ ହୋଇ ସୁଦ୍ଧା ଦୁଇଜଣଙ୍କର ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି । କୋଭିଡ୍‌ ବ୍ୟତୀତ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବା ମୃତକଦ୍ବୟଙ୍କ ମଧ୍ୟରୁ ଜଣେ ହେଉଛନ୍ତି କେଉଁଝରରୁ 42 ବର୍ଷୀୟ ବ୍ୟକ୍ତି । ଯିଏ କ୍ୟାନସରର ରୋଗରେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣେ ଭଦ୍ରକର 88 ବର୍ଷୀୟ ମହିଳା ରହିଛନ୍ତି । ସେ ମଧ୍ୟ କିଡ୍‌ନୀ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

coronadeath
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026
Latest News

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.