Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ସିଲ୍‌
ଆଜିର ଖବର

କେନ୍ଦୁଝର ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ସିଲ୍‌

July 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁ୍‌ଝର : କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ସିଲ୍‌ ହୋଇଛି। ଜଣେ କରୋନା ଯୋଦ୍ଧା ଆକ୍ରାନ୍ତ ପରେ ସମ୍ପୃକ୍ତ ବିଭାଗ ସିଲ୍‌ କରାଯାଇଛି। ହସ୍ପିଟାଲର ପରିସର ମୁଖ୍ୟ କୋଠାକୁ ସ୍ଥାନାନ୍ତର ହୋଇଛି ସ୍ତ୍ରୀ ଓ ପ୍ରସୂତି ବିଭାଗ । ଆକ୍ରାନ୍ତ ସଂସ୍ପର୍ଶରେ ଆସିଥିବା 40 ଜଣଙ୍କୁ କ୍ବାରେଣ୍ଟିନ୍‌ ନିର୍ଦ୍ଦେଶ ଦିଆଯାଇଛି । ଆଜି ମୋଟ୍‌ 2 ଜଣ କରୋନା ଯୋଦ୍ଧା ପଜିଟିଭ୍‌ ହୋଇଥିବାର ସୂଚନା ରହିଛି । ଆଜି କେନ୍ଦୁଝରରୁ ମୋଟ୍‌ 48 ଆକ୍ରାନ୍ତଙ୍କୁ ମଧ୍ୟରୁ ବଡବିଲର 34 ଜଣ ରହିଥିବାବେଳେ ଅନ୍ୟ ସବୁ ଲୋକାଲ୍‌ କେସ୍‌ ବୋଲି ସୂଚନା ଦେଇଛନ୍ତି କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକ୍‌ରେ ।

କେନ୍ଦୁଝର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026
Latest News

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.