Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମାଜସେବୀ ଆଦିତ୍ୟଙ୍କ ମୃତ୍ୟୁରେ ନୂଆ ମୋଡ : ହତ୍ୟା ମାମଲା ରୁଜୁ
ଆଜିର ଖବର

ସମାଜସେବୀ ଆଦିତ୍ୟଙ୍କ ମୃତ୍ୟୁରେ ନୂଆ ମୋଡ : ହତ୍ୟା ମାମଲା ରୁଜୁ

July 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସମାଜେସବୀ ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ଏବେ ନୂଆ ମୋଡ ଆସିଛି । ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ହତ୍ୟା ମାମଲା ରୁଜୁ କରାଯାଇଛି ।

302 ଦଫାରେ ହତ୍ୟା ମାମଲା ରୁଜୁ କରି ଜିଆରପି ତଦନ୍ତ ଆରମ୍ଭ କରିଛି । ଆଦିତ୍ୟଙ୍କ ସଙ୍ଗଠନର କିଛି ସଦସ୍ୟଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି । ଆଦିତ୍ୟଙ୍କ ପୋଷ୍ଟ ମର୍ଟମ୍‌ ରିପୋର୍ଟ ଜିଆର୍‌ପି ହସ୍ତଗତ କରିଛି । ମୁଣ୍ଡରେ ଶକ୍ତ ଆଘାତରୁ ମୃତ୍ୟୁ ଘଟିଥିବା ରିପୋର୍ଟରୁ ସୂଚନା ମିଳିଛି । ଅପରପକ୍ଷରେ ଆଦିତ୍ୟଙ୍କ ଡାଏରୀ ଜବତ ହେବା ପରେ ଜୋରଦାର ଖୋଳତାଡ କରାଯାଉଛି । ବିଭିନ୍ନ ଦିଗକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଆଦିତ୍ୟଙ୍କ ବନ୍ଧୁ ।

ପ୍ରକାଶଥାଉକି ମଙ୍ଗଳବାର ସକାଳେ ସନ୍ଦେହଜନକ ଭାବେ ଆଦିତ୍ୟଙ୍କ ମୃତଦେହ ଉଦ୍ଧାର ରେଳ ଲାଇନ୍‌ରୁ ଉଦ୍ଧାର ହୋଇଥିଲା। ଏହାପରେ ତଦନ୍ତ ଆରମ୍ଭ କରିଥିଲା ଜିଆରପି ପୋଲିସ୍। ଗତ ଜୁନ୍‌ 9ରେ ଆଦିତ୍ୟ ବିବାହ କରିଥିବାବେଳେ ବିବାହର ମାସେ ନ ପୁରୁଣୁ ଆଦିତ୍ୟଙ୍କ ମୃତ୍ୟୁ ନେଇ ସସ୍‌ପେନ୍ସ ଲାଗି ରହିଛି । ସେହିପରି ଆଦିତ୍ୟ ପିପୁଲ୍‌ ଫର୍‌ ସେବା ନାମକ ଏକ ସଙ୍ଗଠନ ବୁଝୁଥିଲେ ଆଦିତ୍ୟ । ଏହି ସଙ୍ଗଠନ ଫଣ୍ଡରେ ଥିବା ଟଙ୍କା ନେଇ ବିବାଦ ରହିଥିବା ନେଇ ମଧ୍ୟ ସନ୍ଦେହ ସୃଷ୍ଟି ହୋଇଛି । ସେହିପରି ଆଦିତ୍ୟଙ୍କ ଡାଏରୀ ଜବତ ହେବାପରେ ସେଥିରେ ଅନେକଗୁଡିଏ ପ୍ରଶ୍ନ ସାମ୍ନାକୁ ଆସିଛି । ତେବେ ଆଦିତ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ ପରେ ଆଦିତ୍ୟଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ଉଠିବ ବୋଲି ଜଣାପଡୁଛି ।

ମାନବପ୍ରେମୀ ଆଦିତ୍ୟ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026
Latest News

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.