Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୟୂରଭଞ୍ଜ ଲୋକସଭା ଆସନରେ ଜେଏମଏମ, ଭୁବନେଶ୍ବର ଓ ଆସିକାରେ ବାମଦଳ ସହ କଂଗ୍ରେସର ମେଣ୍ଟ
ଆଜିର ଖବର

ମୟୂରଭଞ୍ଜ ଲୋକସଭା ଆସନରେ ଜେଏମଏମ, ଭୁବନେଶ୍ବର ଓ ଆସିକାରେ ବାମଦଳ ସହ କଂଗ୍ରେସର ମେଣ୍ଟ

March 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress cpm jmm alliance in odisha
congress cpm jmm alliance in odisha

ଓଡିଶାରେ କଂଗ୍ରେସ ବାମଦଳ ଓ ଜେଏମଏମ ସହ ମେଣ୍ଟ କରିବ । ଦିଲ୍ଲୀରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ  ଏହି ନିଷ୍ପତ୍ତି ନିଆଯାଇଛି । ମୟୂରଭଞ୍ଜ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନଦେଇ ଜେଏମଏମକୁ ସମର୍ଥନ କରିବ । ସେହିପରି ଭୁବନେଶ୍ବର ଲୋକସଭା ଆସନ ସିପିଏମକୁ ଓ ଆସିକା ଲୋକସଭା ଆସନ ସିପିଆଇକୁ କଂଗ୍ରେସ ଛାଡି ଦେବ । ତେବେ ବିଧାନସଭା ଆସନ ବଣ୍ଟନ ନେଇ କୌଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ । କେଉଁ କେଉଁ ଆସନ ମେଣ୍ଟ ଦଳଗୁଡିକୁ ଦିଆଯିବ, ସେ ନେଇ ବୈଠକରେ ମଧ୍ୟ ନିଷ୍ପତ୍ତି ନିଆଯିବ । ଯେଉଁ ଯେଉଁ ଆସନରେ ବାମଦଳ ଓ ଜେଏମଏମର ସଂଗଠନ ମଜବୁତ ଅଛି, ସେହି ସବୁ ଆସନ ସେମାନଙ୍କୁୁ ଛାଡିଦିଆଯିବ । ଦଳର ବରିଷ୍ଠ ନେତାମାନେ  ଏହି ବୈଠକରେ ଯୋଗଦେଇଛନ୍ତି । ବାମଦଳ ସହ ମେଣ୍ଟ କଂଗ୍ରେସକୁ ଫାଇଦା ଦେବ ବୋଲି ଦଳର ଜଣେ ବରିଷ୍ଠ ନେତା କହିଛନ୍ତି ।

alliance thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.