Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି କରୋନା ନେଲା ଚାରି ଜୀବନ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 56କୁ ବୃଦ୍ଧି
ଆଜିର ଖବର

ପୁଣି କରୋନା ନେଲା ଚାରି ଜୀବନ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 56କୁ ବୃଦ୍ଧି

July 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ପୁଣି ଆଉ ଚାରୋଟି ମୁଣ୍ଡ ନେଇଛି କରୋନା । ଏହି ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ 34 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 56କୁ ବୃଦ୍ଧି ହୋଇଛି ।

ଚାରି ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ମୃତକଙ୍କ ବୟସ ଯଥାକ୍ରେମ 41, 58, 58 ଓ 32 ବର୍ଷ ବୋଲି ଜଣାପଡିଛି । ତେବେ ଚାରି ମୃତକଙ୍କ ମଧ୍ୟରୁ ଜଣଙ୍କୁ ଛାଡି ଅନ୍ୟ ଦୁଇଜଣଙ୍କର ଡାଇବେଟିସ୍‌ଥିବାବେଳେ ଜଣଙ୍କର ହାଇପର୍ଟେନସନ୍‌ ଥିଲା ବୋଲି ସୂଚନା ରହିଛି ।

କରୋନା ମୃତ୍ୟୁ ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଖାମେନେଇଙ୍କ ହତ୍ୟା ବିରୋଧରେ ହିଂସାତ୍ମକ ପ୍ରତିବାଦ ଜାରି: ଲୁହବୁହା ଗ୍ୟାସ୍ ମାଡ଼ କଲା ପୋଲିସ 

March 2, 2026

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026
Latest News

“ପାକିସ୍ତାନୀମାନଙ୍କ ଗ୍ରୀନ୍ କାର୍ଡ ଏବଂ ଭିସା ରଦ୍ଦ ହେଉ”: ଭାରତର ନାମ ନେଇ ଆମେରିକା ନେତାଙ୍କ ଦାବି

March 2, 2026

ଖାମେନେଇଙ୍କ ହତ୍ୟା ବିରୋଧରେ ହିଂସାତ୍ମକ ପ୍ରତିବାଦ ଜାରି: ଲୁହବୁହା ଗ୍ୟାସ୍ ମାଡ଼ କଲା ପୋଲିସ 

March 2, 2026

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.