Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀଛୁଆ ମୃତ୍ୟୁ : ଦୁଇ ନିଲମ୍ବିତ
ଆଜିର ଖବର

ହାତୀଛୁଆ ମୃତ୍ୟୁ : ଦୁଇ ନିଲମ୍ବିତ

July 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର : ହାତୀଛୁଆ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବଡବିଲ ଫରେଷ୍ଟର, ଗୁଆଲୀ ଫରେଷ୍ଟ ଗାର୍ଡ ନିଲମ୍ବିତ ହୋଇଛନ୍ତି । ଦାୟିତ୍ବରେ ଅବହେଳା ପାଇଁ ଉଭୟଙ୍କୁ ନିଲମ୍ବନ କଲେ କେନ୍ଦୁଝର ଡିଏଫ୍‌ଓ ।

ସୂଚନାଯୋଗ୍ୟ,  କେନ୍ଦୁଝର ଜିଲ୍ଲା ବଡବିଲ୍ ରେଞ୍ଜ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ ଚୋରମାଲଦା ନିକଟରୁ 2 ଦିନ ପୂର୍ବେ ଏକ  4 ବର୍ଷର ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର ହୋଇଥିଲା । ଏହି ଘଟଣାରେ କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ରେ ଗବେଷଣା ଓ ନବସୃଜନ ୟୁନିଟ୍ ଉଦ୍‌ଘାଟିତ

October 13, 2026

“ସତ୍ୟକୁ କେହି ଅସ୍ୱୀକାର କରିପାରିବେ ନାହିଁ”: ଲଦାଖ ଉପରେ ଚୀନକୁ ଭାରତର କଡ଼ା ବାର୍ତ୍ତା

October 13, 2026

ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 13, 2026

ବିକଶିତ ଭାରତ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୃଢ଼ ପରିସଂଖ୍ୟାନ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ଡକ୍ଟର ପି.କେ. ମିଶ୍ର

October 13, 2026
Latest News

କେରଳ ବିଧାନସଭାରେ ଇତିହାସ: CEC ଜ୍ଞାନେଶ କୁମାରଙ୍କୁ ହଟାଇବା ପ୍ରସ୍ତାବ ପାରିତ, ୨୩ ଦଳ ଏକାଠି

October 13, 2026

ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ରେ ଗବେଷଣା ଓ ନବସୃଜନ ୟୁନିଟ୍ ଉଦ୍‌ଘାଟିତ

October 13, 2026

“ସତ୍ୟକୁ କେହି ଅସ୍ୱୀକାର କରିପାରିବେ ନାହିଁ”: ଲଦାଖ ଉପରେ ଚୀନକୁ ଭାରତର କଡ଼ା ବାର୍ତ୍ତା

October 13, 2026

ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 13, 2026

ବିକଶିତ ଭାରତ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୃଢ଼ ପରିସଂଖ୍ୟାନ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ଡକ୍ଟର ପି.କେ. ମିଶ୍ର

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.