Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବ୍ଲକ ଡୁଙ୍ଗମାଳ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧିଙ୍କୁ କରୋନା: ସୂଚନା ଦେବାରେ ପ୍ରଶାସନର ବିଳମ୍ବତା
ଆଜିର ଖବର

ଚିଲିକା ବ୍ଲକ ଡୁଙ୍ଗମାଳ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧିଙ୍କୁ କରୋନା: ସୂଚନା ଦେବାରେ ପ୍ରଶାସନର ବିଳମ୍ବତା

July 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଚିଲିକା : ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଜଟିଳ ରହିଥିବାବେଳେ କରୋନା ଯୋଦ୍ଧାମାନେ ଏବେ କରୋନାରେ ଆକ୍ରାନ୍ତ ହେଉଛନ୍ତି । ତେବେ କରୋନା ଯୋଦ୍ଧାଙ୍କୁ ନେଇ ସ୍ଥାନୀୟ ପ୍ରଶାସନ କେତେ ଦୂର ଯତ୍ନଶୀଳ, ତାହା ପ୍ରଶ୍ନର ବିଷୟ ପାଲଟିଛି ।  ଖୋର୍ଦ୍ଧା ଜିଲ୍ଲାର ଜଣେ କରୋନା ଯୋଦ୍ଧା ତଥା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଏହାର ସୂଚନା  ସ୍ଥାନୀୟ ଓ ଜିଲ୍ଲା ପ୍ରଶାସନ ପାଖରେ ନାହିଁ ।

ମିଳିଥିବା ସୂଚନା ଅନୁସାରେ ଚିଲିକା ବ୍ଲକ  ଡୁଙ୍ଗମାଳ ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଟିଏମ୍ସିରେ କାର୍ଯ୍ୟରତ ଥିଲେ । ଗତ ଜୁଲାଇ 6 ତାରିଖରେ ସେ ଜ୍ବର ଥଣ୍ଡାରେ ପୀଡ଼ିତ ହେବା ପରେ ଏମ୍‌ସ ହସ୍ପିଟାଲକୁ ଚିକିତ୍ସା ନିମେନ୍ତ ଆସିଥିଲେ । କିନ୍ତୁ ତାଙ୍କୁ ସେଠାରୁ କୋଭିଡ୍‌ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଥିବାବେଳେ ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିଥିବାର ସୂଚନା ଦେଇଛନ୍ତି ସରପଞ୍ଚ । ସରପଞ୍ଚ ଜଣକ ବ୍ୟକ୍ତିଗତ ସୂତ୍ରରୁ ସମ୍ପୃକ୍ତ କୋଭିଡ୍‌ ଯୋଦ୍ଧା ଜଣକ କରୋନାରେ  ଆକ୍ରାନ୍ତ ହୋଇଥିବାର ସୂଚନା ଜାଣିବା ପରେ ସ୍ଥାନୀୟ ପ୍ରଶାସନ ଏହି ତଥ୍ୟକୁ ସ୍ବୀକାର କରିଛି । ତେବେ କୋଭିଡ୍‌ ଯୋଦ୍ଧାଙ୍କ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ଡେରିରେ ତଥ୍ୟ ଦେବାକୁ ନେଇ ସରପଞ୍ଚଜଣକ ଅସନ୍ତୋଷ ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.