Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ : ଏସ.ଛଚିନା ପଞ୍ଚାୟତ 7 ଦିନ ଯାଏଁ ସଟ ଡାଉନ
ଆଜିର ଖବର

ଜିଲ୍ଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ : ଏସ.ଛଚିନା ପଞ୍ଚାୟତ 7 ଦିନ ଯାଏଁ ସଟ ଡାଉନ

July 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ତେବେ ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଏସ.ଛଚିନା ପଞ୍ଚାୟତରେ 4 ଜଣ କରୋନା ପଜେଟିଭ ଥିବା ରିପୋର୍ଟ ଆସିବା ପରେ ଏସ. ଛଚିନା ସରପଞ୍ଚ ବିନୋଦିନୀ ନାୟକ ବିଡ଼ିଓ,ତହସିଲଦାର ଓ ଥାନା ଅଧିକାରୀଙ୍କୁ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ମୁକାବିଲା ପାଇଁ ସରପଞ୍ଚମାନଙ୍କୁ ପ୍ରଦାନ କରିଥିବା ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଏସ.ଛଚିନା ପଞ୍ଚାୟତକୁ 7 ଦିନିଆ ସଟଡାଉନ ଘୋଷଣା କରିଛନ୍ତି। ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରି ପଞ୍ଚାୟତରେ ଜନସାଧାରଣଙ୍କୁ ଏ ସମ୍ପର୍କରେ ଅବଗତ କରାଇଥିଲେ କି ସୋମବାର ଠାରୁ ଏହି ସଟ ଡାଉନ ଜାରି କରାଯାଇଛି।

ଅତ୍ୟାବଶ୍ୟକ ସାମଗ୍ରୀ ସରକାରଙ୍କ ନିୟମ ମାନି ଦ୍ୱାର ଦ୍ଵାର ବୁଲି ବିକ୍ରି କରିପାରିବେ।ଅନ୍ୟତ୍ର କୌଣସି ଦୋକାନ ବଜାର,ସାମାଜିକ କାର୍ଯ୍ୟ, ଗାଡି ଚଳାଚଳ, ବନ୍ଦ ରହିବ।ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ପାଇଁ ସମସ୍ତଙ୍କୁ ସରପଞ୍ଚ ନିବେଦନ କରିଛନ୍ତି |

ସଟ୍‌ଡାଉନ୍‌ ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Latest News

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.