Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 595 ଆକ୍ରାନ୍ତ ଚିହ୍ନଟ, ଓଡ଼ିଶାରେ 13 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

ଆଜି 595 ଆକ୍ରାନ୍ତ ଚିହ୍ନଟ, ଓଡ଼ିଶାରେ 13 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

July 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 595 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 394 ଜଣ ଚିହ୍ନଟ ହୋଇଥିବାବେଳେ 201ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 13ହଜାର 121ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 4ହଜାର 677ଜଣ । ସେହିପରି ସୁସ୍ଥ ହୋଇଛନ୍ତି 8ହଜାର360ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 61ଜଣ । ସେହିପରି18ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

corona Odisha
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.