Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିଲା ନାହିଁ ଆମ୍ବୁଲାନ୍ସ : ଅଟୋରେ ନିଆଗଲା କରୋନା ଆକ୍ରାନ୍ତଙ୍କ ଶବ
ଆଜିର ଖବର

ମିଳିଲା ନାହିଁ ଆମ୍ବୁଲାନ୍ସ : ଅଟୋରେ ନିଆଗଲା କରୋନା ଆକ୍ରାନ୍ତଙ୍କ ଶବ

July 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା : ଦେଶରେ କରୋନା ଭାଇରସ୍‌ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହା ମଧ୍ୟରେ କରୋନା ରୋଗୀଙ୍କୁ ନେଇ ଅନେକ ହୃଦୟ ବିଦାରକ ଦୃଶ୍ୟ ମଧ୍ୟ ସାମ୍ନାକୁ ଆସୁଛି । କରୋନାକୁ ନେଇ ପ୍ରଶାସନର ଦାୟିତ୍ବହୀନତାର ଏକ ଦୃଶ୍ୟ ଏବେ ସାମ୍ନାକୁ ଆସିଛି । ଭାଇରାଲ୍‌ ହୋଇଥିବା ଫଟୋଟି ତେଲେଙ୍ଗାନାର ବୋଲି ଜଣାପଡିଛି ।

ତେଲେଙ୍ଗାନା ନିଜାମାବାଦ ସହରରେ କରୋନା ସଂକ୍ରମିତ ଶବକୁ ଅଟୋ ରିକ୍ସା ସାହାଯ୍ୟରେ କବ୍ରସ୍ଥାନକୁ ନିଆଯାଉଥିବାର ଦୃଶ୍ୟ ସାମ୍ନାକୁ ଆସିଛି ।

ମିଳିଥିବା ସୂଚନା ଅନୁସାରେ, ହସ୍ପିଟାଲରେ ଜଣେ 50 ବର୍ଷୀୟ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ସିଧାସଳଖ ତାଙ୍କ ଶବକୁ ତାଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଇଥିଲା । ହସ୍ପିଟାଲ ତରଫରୁ ଆମ୍ବୁଲାନ୍ସର ସୁବିଧା ମଧ୍ୟ ଦିଆଯାଇନଥିଲା । ତେବେ ହସ୍ପିଟାଲର ସୁପରିଟେଣ୍ଡେଣ୍ଡ କହିଛନ୍ତି ଯେ, ମୃତକଙ୍କ ପରିଜନ ହସ୍ପିଟାଲରେ କାମ କରୁଥିବାରୁ ତାଙ୍କ ଅନୁରୋଧରେ ଶବକୁ ପରିବାକୁ ହସ୍ତାନ୍ତର କରାଯାଇଛି ।

ତେବେ ଏଠାରେ ପ୍ରଶ୍ନ ଉଠୁଛି, କରୋନା ମୃତକଙ୍କ ଶବ ସଂସ୍କାର ପାଇଁ ସରକାରୀ ଗାଇଡଲାଇନ୍‌ ରହିଥିବାବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ନିୟମ ବାହାରେ ପରିବାରକୁ ଶବ ହସ୍ତାନ୍ତର କରିବା ସହ ଶବ ପାଇଁ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରିପାରିନାହାନ୍ତି । ଏହି ଦୃଶ୍ୟଟିକୁ ଦେଖିଲେ କରୋନାକୁ ନେଇ ପ୍ରଶାସନର ଆଭିମୁଖ୍ୟ ସ୍ପଷ୍ଟ ରୂପେ ଅନୁମାନ କରାଯାଇପାରୁଛି ।

auto rickshaw
Share. Facebook Twitter LinkedIn Email WhatsApp Copy Link

Related Posts

ଲାଲ୍-ବଲ୍ କ୍ରିକେଟ୍‌କୁ ଅଲବିଦା କହିଲେ ଚହଲ: ଅଧୁରା ରହିଗଲା ଟେଷ୍ଟ ସ୍ୱପ୍ନ

October 3, 2026

ରୁଷ ରାଷ୍ଟ୍ରପତିଙ୍କ ପ୍ରଶଂସା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ: ଅମିତ ଶାହ

October 3, 2026

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026
Latest News

ଲାଲ୍-ବଲ୍ କ୍ରିକେଟ୍‌କୁ ଅଲବିଦା କହିଲେ ଚହଲ: ଅଧୁରା ରହିଗଲା ଟେଷ୍ଟ ସ୍ୱପ୍ନ

October 3, 2026

ରୁଷ ରାଷ୍ଟ୍ରପତିଙ୍କ ପ୍ରଶଂସା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ: ଅମିତ ଶାହ

October 3, 2026

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.