Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 6 ଜଣଙ୍କ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା 70କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ଆଜି 6 ଜଣଙ୍କ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା 70କୁ ବୃଦ୍ଧି

July 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବରୁ : ଆଜି ରାଜ୍ୟରୁ 6ଜଣଙ୍କ ମୁଣ୍ଡ ନେଇଛି କରୋନା । ଗଞ୍ଜାମରୁ 4 ଜଣଙ୍କ ଜୀବନ ଯାଇଥିବାବେଳ କଟକ ଓ ଭୁବନେଶ୍ବରରୁ ଜଣେ ଲେଖାଏଁ ରହିଛନ୍ତି  ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି ।

ଗଞ୍ଜାମରୁ ଆଜି 4ଜଣଙ୍କ ଜୀବନ ଯାଇଛନ୍ତି । ଗଞ୍ଜାମରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 45, 63, 72, 49 ରହିଛି ।

ଭୁବନେଶ୍ୱରରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ବୟସ 67 ବର୍ଷ ।  ସେ ଡାଇବେଟିସ୍, ଉଚ୍ଚ ରକ୍ତଚାପ ଓ କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। କିନ୍ତୁ କଟକରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ମାତ୍ର 40 ବର୍ଷ ବୋଲି ସୂଚନା ରହିଛି ।

ଗଞ୍ଜାମରେ ସର୍ବାଧିକ ମୃତ୍ୟୁ 43କୁ ବୃଦ୍ଧି ହୋଇଥିବାବେଳେ ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା10କୁ ବୃଦ୍ଧି ହୋଇଛି । ସେହିପରି କଟକରେ 7 ଜଣଙ୍କ  କରୋନା ଜନିତ ମୃତ୍ୟୁ ହୋଇଛି ।

 

କଟକ କରୋନା ଗଞ୍ଜାମ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.