Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ବାଦଶ ପରୀକ୍ଷା ଫଳ : ପାସ୍‌ ହାର 88.78 ପ୍ରତିଶତ
ଆଜିର ଖବର

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ବାଦଶ ପରୀକ୍ଷା ଫଳ : ପାସ୍‌ ହାର 88.78 ପ୍ରତିଶତ

July 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । cbseresults.nic.inରେ ପରୀକ୍ଷା ଫଳ ଉପଲବ୍ଧ ହେଉଛି। ସର୍ବଭାରତୀୟ ସ୍ତରରେ ପାସ୍‌ ହାର 88.78 ପ୍ରତିଶତ ରହିଛି ।

ଭୁବନେଶ୍ବର ରିଜନ୍‌ରେ 91.47ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ତ୍ରିଭେନ୍ଦମ୍‌ ରିଜନ୍‌ରେ ସର୍ବାଧିକ 96.67 ପ୍ରତିଶତ ପାସ୍‌ କରିଛନ୍ତି । ନବୋଦୟ ସ୍କୁଲରେ ସର୍ବାଧିକ 98.70% ଛାତ୍ରଛାତ୍ରୀ ପାସ୍‌ ହୋଇଛନ୍ତି । କେନ୍ଦ୍ରୀୟ ବିଦ୍ୟାଳୟରେ  98.67%, ଘରୋଇ ସ୍କୁଲରେ 88.22% ପାସ୍‌ ହାର ରହିଛି । ଚଳିତ ବର୍ଷ 92.15% ଛାତ୍ରୀ ପାସ୍‌ ହୋଇଥିବାେବଳେ 88.19% ଛାତ୍ର ପାସ୍‌ ହୋଇଛନ୍ତି ।

 

cbse
Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.