Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଣନ୍ତୁ ଭୁବନେଶ୍ବରର କରୋନା ଅପଡେଟ୍, ଆଜି14 ପଜିଟିଭ, ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଶିଶୁ, ଜଣେ ବାଳକ, 29 ସୁସ୍ଥ
ଆଜିର ଖବର

ଜାଣନ୍ତୁ ଭୁବନେଶ୍ବରର କରୋନା ଅପଡେଟ୍, ଆଜି14 ପଜିଟିଭ, ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଶିଶୁ, ଜଣେ ବାଳକ, 29 ସୁସ୍ଥ

July 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଭୁବନେଶ୍ବର ମହାନଗର ଅଞ୍ଚଳରେ ଆଉ 14 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 14 ଜଣଙ୍କ ମଧ୍ୟରୁ 10 ଜଣ ଲୋକାଲ କଣ୍ଟାକ୍ଟ ହୋଇଥିବା ବେଳେ 4 ଡଣ କ୍ବାରେଣ୍ଟାଇନରୁ ଚିହ୍ଟଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ବର୍ଷକର ଶିଶୁ କନ୍ୟା ଏବଂ ଜଣେ ୭ବର୍ଷର ବାଳକ ରହିଛନ୍ତି | ବର୍ଷକର ଶିଶୁକନ୍ୟାଟି ରାଧାକ୍ରିଷ୍ଣ ତଳ ବସ୍ତିର ହୋଇଥିବା ବେଳେ ୭ବର୍ଷର ବାଳକ ଜଣକ ୟୁନିଟ-୫ର କେଶରୀନଗର ବସ୍ତିର ବୋଲି ଜଣାପଡିଛି | ଏ ନେଇ ଆଜି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। |

ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ୧୦ଜଣଙ୍କ ମଧ୍ୟରେ କାନନ ବିହାରର ଫେଜ-୨ରୁ ଜଣେ, ବମିଖାଲର ଜୟଦୁର୍ଗା ନଗରରୁ ଜଣେ, ନୟାପଲ୍ଲୀ ନିକଟସ୍ଥ ମହିମା ଢ଼ାବା ନିକଟରୁ ଜଣେ, ଆଇଆରସି ଭିଲେଜର ଏନ-୧ରୁ ଜଣେ, ଗଙ୍ଗନଗରରୁ ଜଣେ, ୟୁନିଟ-୮ର ଡିଏଭି ପବ୍ଲିକ ସ୍କୁଲ ନିକଟରୁ ଜଣେ, ୟୁନିଟ-୬ରେ ରାଧାକ୍ରିଷ୍ଣ ତଳ ବସ୍ତିରୁ ଜଣେ, ୟୁନିଟ-୯ର ରୋଡ ନମ୍ବର-୮ରୁ ଜଣେ, ପାତ୍ରପଡାରୁ ଜଣେ ଏବଂ ଘରୋଇ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | କାନନ ବିହାରର ଫେଜ-୨ ଏବଂ ବମିଖାଲର ଜୟଦୁର୍ଗା ନଗରରୁ ଚିହ୍ନଟ ଆକ୍ରାନ୍ତ ଘରୋଇ ଡାକ୍ତରଖାନାକୁ ଯାଇ କରୋନା ଆକ୍ରାନ୍ତ ହୋଇଥିବା ଜଣା ପଡିଛି |

ଆଜି ଭୁବନେଶ୍ବର ମହାନଗର ଅଞ୍ଚଳରେ 29 ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ବର ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 718ରେ ପହଞ୍ଚିଛି। 356 ଜଣ ସୁସ୍ଥ ହୋଇଥିବା ବେଳେ ଏଯାବତ 8 ଜଣଙ୍କର ମୃତ୍ୟୁ ହୋଇଛି। 353 ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

କରୋନା ଅପଡେଟ୍ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.