Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 9 ଲକ୍ଷ ଟପିଲା
ଆଜିର ଖବର

ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 9 ଲକ୍ଷ ଟପିଲା

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ 28 ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି।  ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା 23 ହଜାର 727 ଛୁଇଁଲାଣି  । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ 28 ହଜାର 498 ନୂତନ ମାମଲା ସାମ୍ନାକୁ ଆସିଛି ।  ସେହିପରି 553 ଜଣ ପ୍ରାଣ ହରାଇଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ 06 ହଜାର 752 ରେ ପହଂଚିଛି ।  ଭାରତରେ 23 ହଜାର 727 କୁ ବୃଦ୍ଧି ହୋଇଛି ମୃତ୍ୟୁ ସଂଖ୍ୟା । ମୋଟ୍ ସଂକ୍ରମିତ ମଧ୍ୟରୁ 5 ଲକ୍ଷ 71 ହଜାର 460 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 3 ଲକ୍ଷ 11 ହଜାର 565 ସକ୍ରିୟ ଅଛନ୍ତି।ଏବେ  3 ଲକ୍ଷ 11ହଜାର 565 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Latest News

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.