Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 4 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 74କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 4 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 74କୁ ବୃଦ୍ଧି

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 4 ଜଣଙ୍କ ଜୀବନ ନେଇଛି କରୋନା  । ଆଜି ରାଜ୍ୟରେ 4 ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଭୁବନେଶ୍ବରରୁ ଜଣେ ଲେଖାଏଁ ରହିଛନ୍ତି ।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ 71 ବର୍ଷ ଆକ୍ରାନ୍ତ ରହିଛନ୍ତି । ସେ ଓରାଲ୍‌ କ୍ୟାନସରରେ ମଧ୍ୟ ପୀଡ଼ିତ ଥିଲେ । ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର 40 ବର୍ଷର ମହିଳା ବୋଲି ଜଣାପଡିଛନ୍ତି ।

ସେହିପରି ଅନ୍ୟ ଜଣେ ଭୁବନେଶ୍ବରର 71  ବୟସ୍କ ବୋଲି ସୂଚନା ରହିଛି । ସେ ବ୍ଲଡ୍‌ କ୍ୟାନସରରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

ଅନ୍ୟ ମୃତକ ଜଣକ ଗଞ୍ଜାମ ଜିଲ୍ଲାର । 80 ବର୍ଷୀୟ ବୃଦ୍ଧ ବ୍ୟକ୍ତି ଜଣକ ଡାଇବେଟିସ୍‌ ଓ ହୃଦରୋଗରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 44କୁ ବୃଦ୍ଧି ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ 12ଜଣ ମୃତ୍ୟୁବରଣ କରିଥିବାବେଳେ କଟକ ଜିଲ୍ଲାରେ 8ଜଣଙ୍କ ମୃତ୍ୟୁ ହୋଇଛି ।

ଆଜି 4 ମୃତକଙ୍କ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 74କୁ ବୃଦ୍ଧି ହୋଇଛି ।

ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁର ଭିନ୍ନ କାରଣ ଦର୍ଶାଇଛନ୍ତି ସରକାର । ସୁନ୍ଦରଗଡରୁ ଆଜି ଜଣେ 1ବର୍ଷ ତିନି ମାସର ଶିଶୁର ମୃତ୍ୟୁ ହୋଇଛି । ଶିଶୁଟି କରୋନାରେ ପୀଡ଼ିତ ଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବାର ସୂଚନା ରହିଛି । ଏଯାବତ୍‌ କରୋନା ଆକ୍ରାନ୍ତ ହୋଇ ଭିନ୍ନ କାରଣରୁ ମୃତ୍ୟୁ ସଂଖ୍ୟା 22କୁ ବୃଦ୍ଧି ହୋଇଛି ।

କଟକ ଖୋର୍ଦ୍ଧା ଗଞ୍ଜାମ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026
Latest News

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.