Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି କାର୍ଯ୍ୟାଳୟରେ କରୋନା: 25 ଜଣ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ବିଜେପି କାର୍ଯ୍ୟାଳୟରେ କରୋନା: 25 ଜଣ ଆକ୍ରାନ୍ତ ଚିହ୍ନଟ

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା : ଦେଶରେ କରୋନା ସଂକଟ ସମୟରେ ବିହାରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ  ପାଟନାର ବିଜେପି କାର୍ଯ୍ୟାଳୟରେ ଏକାସାଙ୍ଗରେ 25ଜଣ କରୋନା ସଂକ୍ରମିତ ହୋଇଥିବାର ସୂଚନା ମିଳିଛି । ଚଳିତ ବର୍ଷ ନଭେମ୍ବରରେ ବିହାର ବିଧାନସଭା ହେବାକୁ ରହିଛି ।  କରୋନା ସଂକଟ ମଧ୍ୟରେ ରାଜ୍ୟରେ ସମସ୍ତ ଦଳ ତରଫରୁ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।

ମିଳିଥିବା ସୂଚନା ଅନୁସାରେ ଆଇସିଏମ୍‌ରଏକ ଟିମ୍‌ ପାଟନାସ୍ଥିତ ବିଜେପି କାର୍ଯ୍ୟାଳୟର 75 ଜଣଙ୍କ ସାମ୍ପଲ୍‌ ଟେଷ୍ଟ କରିଥିଲେ । ଏହି ଟେଷ୍ଟ ମଧ୍ୟରୁ ଆଉ କିଛି ରିପୋର୍ଟ ଆସିବାକୁ ବାକି ରହିଥିବାେବେ 25ଜଣ ସଂକ୍ରମିତ ହୋଇଥିବାର ସୂଚନା ରିହଛି ।

ମିଳିଥିବା ସୂଚନା ଅନୁସାରେ ସଙ୍ଗଠନ ମହାମନ୍ତ୍ରୀ ନାଗେନ୍ଦ୍ର ନାଥଙ୍କ ସମେତ ପ୍ରଦେଶ ମହାମନ୍ତୀ ଦିନେଶ କୁମାର, ପ୍ରଦେଶ ଉପାଧ୍ୟକ୍ଷ ରାଧାମୋହନ ଶର୍ମାଙ୍କ ସମେତ ଅନ୍ୟ କେତେଜଣ ନେତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି ।  ଏହି ଖବର ସାମ୍ନାକୁ ଆସିବା ପରେ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସ୍‌ କରାଯାଉଛି । ପଜିଟିଭ୍‌ ଚିହ୍ନଟ ହୋଇଥିବା ଅଧିକାଂଶ ନେତାଙ୍କର କୌଣସି ଲକ୍ଷଣ ଦେଖିବାକୁ ମିଳିନଥିଲା । ସମସ୍ତଙ୍କୁ ହୋମ୍‌ କ୍ବାରେଣ୍ଟାଇନ୍‌ ରହିବାକୁ ପରାମର୍ଶ ଦିଆଯାଇଛି । (ଏଜେନ୍ସି)

ପାଟନା ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.