Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»22ଟି ଜିଲ୍ଲାରୁ ଆଜି 618 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ହୋଇଛନ୍ତି ଆକ୍ରାନ୍ତ
ଆଜିର ଖବର

22ଟି ଜିଲ୍ଲାରୁ ଆଜି 618 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ହୋଇଛନ୍ତି ଆକ୍ରାନ୍ତ

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 618 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 22ଟି ଜିଲ୍ଲାରୁ ଆଜି 618ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 286 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ  ଖୋର୍ଦ୍ଧାରୁ 107, ବାଲେଶ୍ବରରୁ 61, ଜଗତସିଂହପୁରରୁ 26, ମୟୂରଭଞ୍ଜରୁ 21, କଟକରୁ 16, ନୟାଗଡ ଓ ସୁନ୍ଦରଗଡରୁ 15 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ 14, ମାଲ୍‌କାନଗିରିରୁ 13, ସମ୍ବଲପୁରରୁ 10, କେନ୍ଦ୍ରାପଡାରୁ 9,  ଯାଜପୁରର, ପୁରୀ ଓ କେଉଁଝରରୁ 5ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।  ବଲାଙ୍ଗିର, ଢେଙ୍କାନାଳ ଓ ବୌଦ୍ଧରୁ 2 ଜଣ ଚିହ୍ନଟ ହୋଇଥିବାବେଳେ ରାୟଗଡା, ଝାରସୁଗୁଡା, କୋରାପୁଟ, ଭଦ୍ରକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ବିଜୟଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ବିଜେପି ନେତା: କିନ୍ତୁ ଦୁର୍ନୀତିକୁ ନେଇ କଲେ ଆଶଙ୍କା

September 28, 2026

୭ ହଜାର ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

September 28, 2026

ଉଜ୍ଜୈନ ଶାହି ମସଜିଦ ଉଚ୍ଛେଦକୁ ନେଇ ପଥରମାଡ଼: ପୋଲିସ ଗୁରୁତର, ୫ ଗିରଫ

September 28, 2026

ଯୌତୁକ ପାଇଁ ନବବଧୂଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

September 28, 2026
Latest News

ମୁଖ୍ୟମନ୍ତ୍ରୀ ବିଜୟଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ବିଜେପି ନେତା: କିନ୍ତୁ ଦୁର୍ନୀତିକୁ ନେଇ କଲେ ଆଶଙ୍କା

September 28, 2026

୭ ହଜାର ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

September 28, 2026

ଉଜ୍ଜୈନ ଶାହି ମସଜିଦ ଉଚ୍ଛେଦକୁ ନେଇ ପଥରମାଡ଼: ପୋଲିସ ଗୁରୁତର, ୫ ଗିରଫ

September 28, 2026

ଯୌତୁକ ପାଇଁ ନବବଧୂଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

September 28, 2026

ବିଜେଡିର ଆନ୍ଦୋଳନ ପ୍ରସଙ୍ଗ: ସରକାରଙ୍କୁ ପ୍ରସ୍ତାବ ନଦେଇ ବିରୋଧ କରିବା ଦାୟିତ୍ୱହୀନତା ବୋଲି ମନମୋହନ ସାମଲଙ୍କ କଟାକ୍ଷ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.