Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌ କେୟାର ହୋମ୍‌ ପାଇଁ ନିଯୁକ୍ତି : ପ୍ରତି ହୋମ୍‌ ପାଇଁ ଜଣେ ଏଏନ୍‌ଏମ୍‌ଙ୍କୁ ଅସ୍ଥାୟୀ ଭାବେ ଦିଆଯିବ ନିଯୁକ୍ତି
ଆଜିର ଖବର

କୋଭିଡ୍‌ କେୟାର ହୋମ୍‌ ପାଇଁ ନିଯୁକ୍ତି : ପ୍ରତି ହୋମ୍‌ ପାଇଁ ଜଣେ ଏଏନ୍‌ଏମ୍‌ଙ୍କୁ ଅସ୍ଥାୟୀ ଭାବେ ଦିଆଯିବ ନିଯୁକ୍ତି

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପ୍ରତି ପଞ୍ଚାୟତରେ ହେବାକୁ ଥିବା କୋଭିଡ୍‌ କେୟାର ହୋମ୍‌ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରତି ହୋମ୍‌ ପାଇଁ ଜଣେ ଏଏନ୍‌ଏମ୍‌ଙ୍କୁ ଅସ୍ଥାୟୀ ଭାବେ ନିଯୁକ୍ତି ଦିଆଯିବ । ପ୍ରାୟ 7 ହଜାର ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦେବାକୁ ସ୍ବାସ୍ଥ୍ୟ ବିଭାଗର ବିଜ୍ଞପ୍ତି ପ୍ରକାଶ ହୋଇଛି । ଯଦି ଆବଶ୍ୟକ ତାଲିମପ୍ରାପ୍ତ ଏଏନ୍‌ଏମ୍‌  ନ ମିଳିବେ, ନର୍ସ, ଫାର୍ମାସିଷ୍ଟ ନିଯୁକ୍ତ ହେବେ । ଏନେଇ ଏଏନ୍‌ଏମ୍‌, ନର୍ସ ଓ ଫାର୍ମାସିଷ୍ଟଙ୍କ ପାରିତୋଷିକ ମଧ୍ୟ ପ୍ରକାଶ ପାଇଲା । ଏଏନ୍‌ଏମ୍‌ଙ୍କୁ ଦୈନିକ 850ଟଙ୍କା ମିଳିବ, ସେହିପରି ନର୍ସ ଓ ଫାର୍ମାସିଷ୍ଟଙ୍କୁ 1 ହଜାର ଟଙ୍କା ମିଳିବ ବୋଲି ସୂଚନା ରହିଛି । ଏଏନ୍‌ଏମ୍‌, ନର୍ସ ଓ ଫାର୍ମାସିଷ୍ଟମାନଙ୍କୁ ତିନି ମାସ ପାଇଁ ନିଯୁକ୍ତି ଦିଆଯିବ ବୋଲି ସୂଚନା ରହିଛି ।

2jawanmartyred
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Latest News

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.