Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକ ଡିକିରୁ ଗୋମାଂସ ଜବତ ଅଭିଯୋଗ, ଛତିଶଗଡ ଚାଲାଣ ହେଉଥିବା ସନ୍ଦେହ
ଆଜିର ଖବର

ବାଇକ ଡିକିରୁ ଗୋମାଂସ ଜବତ ଅଭିଯୋଗ, ଛତିଶଗଡ ଚାଲାଣ ହେଉଥିବା ସନ୍ଦେହ

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି, କଳାହାଣ୍ଡି ଜିଲ୍ଲା ଛତିଶଗଡ଼ ସୀମାବର୍ତ୍ତୀ ସେମଲା ଗାଁରେ ଏକ ବାଇକ ଡିକିରେ ପ୍ରାୟ ୩୦ କେଜିରୁ ଅଧିକ ଗୋମାଂସ ଚାଲାଣ ହେଉଥିବା ନେଇ ଧର୍ମଗଡ ଥାନାରେ ଅଭିଯୋଗ ହୋଇଛି। ଧର୍ମଗଡ ଥାନା ଅନ୍ତର୍ଗତ ପର୍ଲାର ସେମଲା ଗାଁରେ ଥିବା ଗ୍ରାମରକ୍ଷୀର ପୁଅ ଏକ ବାଇକରେ ଯାଉଥିବା ଦୁଇଜଣ ଲୋକଙ୍କ ସହିତ ମୂଲଚାଲ କରି ଛାଡି ଦେଉଥିବା ବେଳେ ସେହି ଗାଁକୁ ଯାଇଥିବା ଯଶୋବନ୍ତ ନାଏକ ନାମକ ବ୍ୟକ୍ତି ବାଇକ ସହ ସେମାନଙ୍କୁ ଅଟକାଇଥିଲେ।

ଗ୍ରାମରକ୍ଷୀର ପୁଅ ଯଶୋବନ୍ତ ସହ ଝଗଡା କରିବାର ସୁଯୋଗ ନେଇ ସଂପୃକ୍ତ ଦୁଇଜଣ ବ୍ୟକ୍ତି ବାଇକ ଛାଡି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏସଂପର୍କରେ ହିନ୍ଦୁ ଜାଗରଣ ସାମୁଖ୍ୟ ପକ୍ଷରୁ ଧର୍ମଗଡ ଥାନାରେ ଏତାଲା ଦାଖଲ କରାଯିବା ପରେ ବାଇକ ସହିତ ଡିକିରେ ଥିବା ଗୋମାଂସକୁ ପରୀକ୍ଷା ପାଇଁ ପଠାଯାଇ ଅଧିକ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଧର୍ମଗଡ ଥାନା ପକ୍ଷରୁ କୁହାଯାଇଛି। ହେଲେ କେଉଁ କେଉଁ ଅଂଚଳରୁ ବାହାରକୁ କେଉଁଠିକି ଗୋମାଂସ ଚାଲାଣ ହେଉଛି ଏବଂ କେଉଁ ମାନେ ଏଥିରେ ସଂଶ୍ଲିଷ୍ଟ ସେସବୁର ତଦନ୍ତ କରାଯିବାକୁ ସାଧାରଣରେ ଦାବି ହେଉଛି।

କଳାହାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.