ଭୁବନେଶ୍ବର : ବିଜେଡି ସଭାପତି ଆଜି 36 ଜଣ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତି କରିଛନ୍ତି । ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ସ୍ନେହାଙ୍ଗିନୀ ଛୁରିଆ, ଜଗନ୍ନାଥ ସାରକା, ହାଜି ମହମ୍ମଦ ଆୟୁବ ଖାଁ, ଦେବେଶ ଆଚାର୍ଯ୍ୟ, ଉମାକାନ୍ତ ସାମନ୍ତରାୟ, ବ୍ୟୋମକେଶ ରାୟ, ଅନନ୍ତ ନାରାୟଣ ଜେନା, ରାଜଶ୍ରୀ ମଲ୍ଲିକ, ପ୍ରିୟଦର୍ଶୀ ମିଶ୍ର, ଧ୍ରୁବ ସାହୁ, ପ୍ରଣବ ବଳବନ୍ତରାୟ, ରାସେଶ୍ବରୀ ପାଣିଗ୍ରାହୀ, ରାଜୀବ ପାତ୍ର, ସୁଧୀର ସାମଲ୍, ସସ୍ମିତ ପାତ୍ର, ବିକ୍ରମ ପଣ୍ଡା, ଯୋଗେଶ ସିଂହ, ବାସନ୍ତୀ ହେମ୍ବ୍ରମ୍, ବିଜୟ ନାୟକ, ଲୋପାମୁଦ୍ରା ବକ୍ସିପାତ୍ର, ଗୀତା ବସ୍ତିଆ, ଶ୍ରୀମୟୀ ମିଶ୍ର, ପ୍ରଫୁଲ୍ଲ ସିଂହ, ଦେବାଶିଷ ମାରାଣ୍ଡି, ମାନସ ମଙ୍ଗରାଜ, ଜନ୍ମେଜୟ ଲେଙ୍କା, ବିଶ୍ବଜିତ୍ ମହାନ୍ତି, ସତ୍ୟବ୍ରତ ପାତ୍ର, ଶାରଦା ଜେନା, ଗୀତାଞ୍ଜଳି ସେଠୀ, ପ୍ରମୋଦ ଜେନା, ଶ୍ୟାମପ୍ରସାଦ ବେହେରା ପ୍ରମୁଖଙ୍କୁ ସାଧାରଣ ସମ୍ପାଦକ ଦାୟିତ୍ବ ଦିଆଯାଇଛି । 36 ଜଣଙ୍କୁ ସାଧାରଣ ସମ୍ପାଦକ ସହ ବିଭିନ୍ନ ଦାୟିତ୍ବ ଦେଇଛନ୍ତି ସଭାପତି ।