Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌, ଲୋକାଲ୍‌ କେସ୍‌ 20
ଆଜିର ଖବର

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌, ଲୋକାଲ୍‌ କେସ୍‌ 20

July 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ 60 ଆକ୍ରାନ୍ତଙ୍କ ମଧ୍ୟରୁ  40 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 20ଟି ଲୋକାଲ୍‌ କେସ୍‌ ରହିଛି ବୋଲି ବିଏମ୍ସି ଟୁଇଟ୍‌ ଯୋଗ ସୂଚନା ଦେଇଛି ।

Image

ଆଜି ଲୋକାଲ୍‌ 20 କେସ୍‌ ମଧ୍ୟରୁ ଭୀମଟାଙ୍ଗି, ଜାଗମରା, ବମିଖାଲରୁ, ନୟାପଲ୍ଲୀ ଆଇଆରସି ଭିଲେଜ, ସାଲିଆ ସାହି, ସମ୍‌ ହସ୍ପିଟାଲ ନିକଟ ଶ୍ୟାମପୁର, ଘାଟିକିଆ, ବମିଖାଲ, ପଟିଆରୁ ଜଣେ  ଜଣେ ଲେଖାଏଁ ଲୋକାଲ୍‌ କେସ୍‌ ଥିବା ବେଳେ ବିଶେଶ୍ବର ବସ୍ତିରୁ 2 ଜଣ ପୁରୁଷ ରହିଛନ୍ତି । ସେହିପରି ଜୟଦେବ ବିହାରରୁ ମଧ୍ୟ ଦୁଇ ଜଣ ରହିଛନ୍ତି । ସରକାରୀ ହସ୍ପିଟାଲରୁ ତିନିଜଣ କର୍ମଚାରୀ ରହିଛନ୍ତି । ସେଣ୍ଟ୍ରାଲ୍‌ ସରକାରୀ ହସ୍ପିଟାଲରୁ ଜଣେ କର୍ମଚାରୀ ରହିଛନ୍ତି ।

Image

ଆଜି 18 ଜଣ ସୁସ୍ଥ ହୋଇଥିବାବେଳେ ନୂତନ 60 ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ଆକ୍ରାନ୍ତଙ୍କ  ସଂଖ୍ୟା 919ରେ ପହଞ୍ଚିଛି । ସେହିପରି ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 403 ଜଣ । ଏବେ ସୁଦ୍ଧା ଭୁବନେଶ୍ବରରେ 504 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.