Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌, ଲୋକାଲ୍‌ କେସ୍‌ 20
ଆଜିର ଖବର

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌, ଲୋକାଲ୍‌ କେସ୍‌ 20

July 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 60 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ 60 ଆକ୍ରାନ୍ତଙ୍କ ମଧ୍ୟରୁ  40 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 20ଟି ଲୋକାଲ୍‌ କେସ୍‌ ରହିଛି ବୋଲି ବିଏମ୍ସି ଟୁଇଟ୍‌ ଯୋଗ ସୂଚନା ଦେଇଛି ।

Image

ଆଜି ଲୋକାଲ୍‌ 20 କେସ୍‌ ମଧ୍ୟରୁ ଭୀମଟାଙ୍ଗି, ଜାଗମରା, ବମିଖାଲରୁ, ନୟାପଲ୍ଲୀ ଆଇଆରସି ଭିଲେଜ, ସାଲିଆ ସାହି, ସମ୍‌ ହସ୍ପିଟାଲ ନିକଟ ଶ୍ୟାମପୁର, ଘାଟିକିଆ, ବମିଖାଲ, ପଟିଆରୁ ଜଣେ  ଜଣେ ଲେଖାଏଁ ଲୋକାଲ୍‌ କେସ୍‌ ଥିବା ବେଳେ ବିଶେଶ୍ବର ବସ୍ତିରୁ 2 ଜଣ ପୁରୁଷ ରହିଛନ୍ତି । ସେହିପରି ଜୟଦେବ ବିହାରରୁ ମଧ୍ୟ ଦୁଇ ଜଣ ରହିଛନ୍ତି । ସରକାରୀ ହସ୍ପିଟାଲରୁ ତିନିଜଣ କର୍ମଚାରୀ ରହିଛନ୍ତି । ସେଣ୍ଟ୍ରାଲ୍‌ ସରକାରୀ ହସ୍ପିଟାଲରୁ ଜଣେ କର୍ମଚାରୀ ରହିଛନ୍ତି ।

Image

ଆଜି 18 ଜଣ ସୁସ୍ଥ ହୋଇଥିବାବେଳେ ନୂତନ 60 ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ଆକ୍ରାନ୍ତଙ୍କ  ସଂଖ୍ୟା 919ରେ ପହଞ୍ଚିଛି । ସେହିପରି ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 403 ଜଣ । ଏବେ ସୁଦ୍ଧା ଭୁବନେଶ୍ବରରେ 504 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ମଙ୍ଗଳବାରରେ କେତେକ ରାଶି ଉପରେ ହନୁମାନଙ୍କ ରହିଛି ଆଶୀର୍ବାଦ

October 21, 2025

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025
Latest News

ରାଶିଫଳ: ଆଜି ମଙ୍ଗଳବାରରେ କେତେକ ରାଶି ଉପରେ ହନୁମାନଙ୍କ ରହିଛି ଆଶୀର୍ବାଦ

October 21, 2025

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.