Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁନିଟ୍‌ -4 ମାର୍କେଟ୍‌କୁ ବନ୍ଦ କଲା ବିଏମ୍‌ସି
ଆଜିର ଖବର

ୟୁନିଟ୍‌ -4 ମାର୍କେଟ୍‌କୁ ବନ୍ଦ କଲା ବିଏମ୍‌ସି

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ୟୁନିଟ୍‌ -4 ମାର୍କେଟକୁ ବନ୍ଦ ରଖିବାକୁ ବିଏମ୍‌ସି ନିଷ୍ପତ୍ତି ନେଇଛି । ୟୁନିଟ୍‌ -4 ମାର୍କେଟ୍‌କୁ ଲାଗି ରହିଥିବା ମାର୍କେଟ୍‌ ବି ବନ୍ଦ ରହିବ ବୋଲି ସୂଚନା ରହିଛି । କରୋନା ସଂକ୍ରମଣ ରୋକିବା ପାଇଁ କଟକଣା ଜାରି କରିଛି ବିଏମ୍‌ସି । ପରବର୍ତ୍ତୀ ନିର୍ଦ୍ଦେଶାନାମା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ବିଏମ୍‌ସି ସୂଚନା ଦେଇଛି । ଭୁବନେଶ୍ବର ସହରରେ ଲୋକାଲ୍‌ କେସ୍‌ ବଢୁଥିବାରୁ କଡା ପଦକ୍ଷେପ ଗ୍ରହଣ କରୁଛି ବିଏମ୍‌ସି ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟ ସରକାର ଆଜି ରାତ୍ରି 9 ଘଟିକାଠାରୁ ଗଞ୍ଜାମ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲା ସମେତ ରାଉରକେଲା ମହାନଗର ନିଗମକୁ 14 ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.