Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର : ତିନି ଆତଙ୍କୀ ନିହତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର : ତିନି ଆତଙ୍କୀ ନିହତ

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁକାଶ୍ମୀର : ଗତ କିଛି ଦିନ ହେବ ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି । ଶୁକ୍ରବାର ସକାଳେ ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଜାମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାର ନାଗନାଦ ଚିମ୍ମେର ଅଞ୍ଚଳରେ ଗୁଳି ବିନିମୟ ହୋଇଥିବା ନେଇ ସୂଚନା ମିଳିଛି । ଏହି ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଅପରେସନ୍‌ ଜାରି ରଖିବାର ସୂଚନା ରହିଛି । ତେବେ  ମୃତ ଆତଙ୍କବାଦୀମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ । ମିଳିଥିବା ସୂଚନା ଅନୁସାରେ ଗୁଇନ୍ଦା ରିପୋର୍ଟ ତରଫରୁ ନାଗନାଦ ଚିମ୍ମେର ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିଥିଲା। ଏହାପରେ ସେନାବାହିନୀ ସମେତ ସିଆରପିଏଫ୍ ଯବାନ ସେହି ଅଞ୍ଚଳକୁ ଘେରି ଯାଇଥିଲେ। ଏହା ପରେ ସର୍ଚ୍ଚ ଅପରେସନ୍ ଚଳାଇଥିଲେ। ଲୁଚି ରହିଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ବର୍ଷଣ କରିଥିଲେ । ଜବାବରେ ସୁରକ୍ଷାକର୍ମୀମାନେ ମଧ୍ୟ ସେମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। (ଏଜେନ୍ସି)

encounter jammukashmir
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.