Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଜିଲ୍ଲାରୁ 718 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

24 ଜିଲ୍ଲାରୁ 718 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ସର୍ବାଧିକ 718 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  24 ଜିଲ୍ଲାରୁ 718 ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 231 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା 150, ମାଲ୍‌କାନଗିରିରୁ 54, କଟକରୁ 32, କେଉଁଝରରୁ 28, କୋରାପୁଟରୁ 27, ଝାରସୁଗୁଡାରୁ 24, ମୟୂରଭଞ୍ଜରୁ 22,  ଗଜପତିରୁ 21, ରାୟଗଡାରୁ 19, ଜଗତସିଂହପୁରରୁ 16, ନୟାଗଡରୁ 13, ସୁନ୍ଦରଗଡ ଓ ଭଦ୍ରକରୁ 10ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳୁ, ପୁରୀ ଓ ବାଲେଶ୍ବର 9 ଜଣ ଲେଖାଏଁ ରହିଥିବାବେଳେ କନ୍ଧମାଳ, ସମ୍ବଲପୁରରୁ 7ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଢେଙ୍କାନାଳରୁ 6, ସୋନପୁରରୁ 5, ବରଗଡରୁ ଓ କେନ୍ଦ୍ରାପଡାରୁ 4 ଜଣ ଚିହ୍ନଟ ହୋଇଛନ୍ତି ।ନବଙ୍ଗପୁରରୁ ଜଣେ ଚିହ୍ନଟ ହୋଇଛନ୍ତି ।

କରାେନା ଖୋର୍ଦ୍ଧା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଭାରତ-ଜିମ୍ବାୱେ ଟି-୨୦ ସିରିଜ: ଜାଣନ୍ତୁ କେଉଁଠି ଦେଖିବେ ସିଧାପ୍ରସାରଣ

July 23, 2026

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026
Latest News

ଆଜିଠୁ ଭାରତ-ଜିମ୍ବାୱେ ଟି-୨୦ ସିରିଜ: ଜାଣନ୍ତୁ କେଉଁଠି ଦେଖିବେ ସିଧାପ୍ରସାରଣ

July 23, 2026

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.